ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍ଫ୍ଲିକ୍ସ, ହଟ୍ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍ ମିଡିଆ ଆଉଟ୍ଫିଟ୍ସ ନୂଆ ଆଇଟି ନିୟମ ଅଧୀନରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ତଥ୍ୟ ପ୍ରଦାନ କରିଛନ୍ତି। ପ୍ରାୟ ଅଧିକାଂଶ ଓଟିଟି ପ୍ଲାଟ୍ଫର୍ମ ତଥ୍ୟ ଦେଇଥିବା ମନ୍ତ୍ରଣାଳୟ ପକ୍ଷରୁ ଜଣାଯାଇଛି। ଡିଜିଟାଲ ପ୍ଲାଟଫର୍ମ ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାର ଗତ ଫେବୃୟାରୀରେ ନୂଆ ନିୟମ ଆଣିଥିଲେ। ଉପଭୋକ୍ତା ଏବଂ ଅଭିଯୋଗକାରୀଙ୍କ ଭେରିଫିକେଶନ ଅଫିସରଙ୍କ ସମେତ ଅଭିଯୋଗ ଶୁଣାଣି ଅଧିକାରୀ, ୨୪ ଘଣ୍ଟିଆ ଯୋଗାଯୋଗ ଅଧିକାରୀ ଆଦିଙ୍କୁ ନିଯୁକ୍ତ ଦେବାକୁ ସରକାର ପ୍ରସ୍ତାବ ଦେଇଥିଲେ। ସମ୍ପୃକ୍ତ ଅଧିକାରୀ ନିୟମ ଅନୁଯାୟୀ, ନିର୍ଦ୍ଦେଶ କିମ୍ବା ଆବଶ୍ୟକତା ଅନୁସାରେ କାମ କରିବେ ବୋଲି ସରକାର କହିଥିଲେ। ନିୟମ ଅନୁଯାୟୀ ସମସ୍ତ ବିଷୟରେ ବିସ୍ତୃତ ତଥ୍ୟ ୧୫ ଦିନ ମଧ୍ୟରେ ମନ୍ତ୍ରଣାଳୟକୁ ପ୍ରଦାନ କରିବାକୁ ଗତ ୨୭ ତାରିଖରେ ନିର୍ଦ୍ଦେଶ ଦିଆଯାଇଥିଲା।
ସ୍ବତନ୍ତ୍ର ଟେନ୍ରେ କାନପୁର ଗସ୍ତରେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...
୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍…
ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ...
ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ...
ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...
୨ ଭଉଣୀଙ୍କୁ ଗଣବଳାତ୍କାର
ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...
୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍...
ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...
ବ୍ଲାକ୍ ଫଙ୍ଗସ୍ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍ ହାର ୧ପ୍ରତିଶତରୁ କମ୍...


