E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋଣ୍ଟାଙ୍କୁ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ
11:28 amJune 14, 2021

ନଟିଂହାମ୍‌(ୟୁକେ),୧୪ା୬- ବ୍ରିଟେନର ଜୋହାନା କୋଣ୍ଟା ନଟିଂହାମ୍‌ ଓପନ ଟେନିସ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ଚାଇନାର ଝାଙ୍ଗ ଶୁଆଇଙ୍କୁ ୬-୨, ୬-୧ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ଗ୍ରାସ୍‌କୋର୍ଟ ଏବଂ ଚତୁର୍ଥ ଡବ୍ଲ୍ୟୁଟିଏ ଟାଇଟଲ। ୩୦ ବର୍ଷୀୟା କୋଣ୍ଟା ପୂର୍ବରୁ ୨୦୧୭ ଓ ୨୦୧୮ ନଟିଂହାମ୍‌ ଟେନିସ ସେଣ୍ଟରଠାରେ ତାଙ୍କ ଫାଇନାଲ ମ୍ୟାଚରେ ପରାଜିତ ହୋଇଥିଲେ। ସେ ୪ବର୍ଷ ପରେ ଏକ ଟାଇଟଲ ଜିତିବାରେ ସଫଳ ହୋଇଛନ୍ତି। କୋଣ୍ଟା ପୂର୍ବରୁ ୨୦୧୭ ଏପ୍ରିଲରେ ମୟାମି ଓପନ ଟାଇଟଲ ଜିତିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍‌ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ

ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି...

ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ

ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍‌ର ଅଧିନାୟକ ବାବର ଆଜମ। ଏବେ ଦମ୍‌ଦାର ଫର୍ମରେ ଥିବା ବାବର ନୂଆ ଇନିଂସ...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ।...

ସେହ୍ବାଗ ଲଞ୍ଚ୍‌ କଲେ କ୍ରିକେଟ କୋଚିଂ ଓ୍ବେବ୍‌ସାଇଟ୍‌ କ୍ରିକୁରୁ

ନୂଆଦିଲ୍ଲୀ,୧୦।୬(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ବୁଧବାର କ୍ରିକେଟ ସମ୍ପର୍କିତ ଶିକ୍ଷା ପାଇଁ ଦେଶରେ ପ୍ରଥମଥର ପାଇଁ ଲଞ୍ଚ୍‌ କରିଛନ୍ତି ନୂଆ ଓ୍ବେବ୍‌ସାଇଟ୍‌ ତଥା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭
Next Post Next post:
ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts