ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ ହୋଇ ରହିଛନ୍ତି। ଏହି ଅବସରରେ ସୁଶାନ୍ତଙ୍କୁ ପ୍ରଶଂସକମାନେ ମନେପକାଇ ସୋସିଆଲ ମିଡିଆରେ ତାଙ୍କ ନ୍ୟାୟ ପାଇଁ ଦାବି କରିଛନ୍ତି। ଇତିମଧ୍ୟରେ ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଅଙ୍କିତା ଲଖଣ୍ଡେ ମଧ୍ୟ ତାଙ୍କୁ ମନେପକାଇ ଘରେ ପୂଜା ଓ ହୋମ କରିଥିବା ଦେଖିବାକୁ ମିଳିଛି। ଏହାର ଏକ ଫଟୋ ଓ ଭିଡ଼ିଓକୁ ଅଙ୍କିତା ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଶୁଟିଂ ସେଟ୍ରେ ମାଗାଜିନ୍ ପଢ଼ୁପଢ଼ୁ ହିରୋଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ, ଜାଣନ୍ତୁ କାହିଁକି
ଅଭିନେତ୍ରୀ ନୂତନ ତାଙ୍କ ଅଭିନୟ ଏବଂ ସୌନ୍ଦର୍ଯ୍ୟରେ ପ୍ରଶଂସକଙ୍କୁ ପାଗଳ କରି ଦେଉଥିଲେ। ସେ ୪ ଜୁନ୍ ୧୯୩୬ ରେ ଜନ୍ମଗ୍ରହଣ କରିଥିଲେ। ନୂତନ ସର୍ବଦା...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...
ଆଇଆଇଟି ଛାତ୍ରଙ୍କୁ ପ୍ରଥମେ ବିବାହ କରିଥିଲେ ନୀନା; ବର୍ଷେ ପରେ…
ବମ୍ବେ: ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଅଟୋବାୟୋଗ୍ରାଫି ‘ସଚ କହୁଁ ତୋ’ ରିଲିଜ ହୋଇଛି। ଏଥିରେ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ରହସ୍ୟ ଉପରୁ...
ମଲାଇକାଙ୍କ ସହ ଡେଟ୍ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…
ବଲିଉଡ୍ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...
ଯେଉଁ ମାଗାଜିନ୍ ସୋନୁଙ୍କୁ କରିଥିଲା ରିଜେକ୍ଟ: ଆଜି ତାହାର କଭର ପେଜ୍ରେ ଅଭିନେତାଙ୍କ ଫଟୋ
‘ରିଅଲ ଲାଇଫ ହିରୋ’, ‘ଗଡ ଅଫ ଆର୍ଥ’ ଆଜିକାଲି ଲୋକମାନେ ଏହି ନାମରେ ଅଭିନେତା ସୋନୁ ସୁଦଙ୍କୁ ଜାଣିଛନ୍ତି। ସୋନୁ ୨୦୨୦ କରୋନା ସମୟରେ ଲୋକମାନଙ୍କୁ...
ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…
ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ...
ବୋଲ୍ଡ ନଜରରେ ଏହି ଅଭିନେତ୍ରୀଙ୍କ ଝିଅ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ ପ୍ରସିଦ୍ଧ ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ତିଓ୍ବାରୀ ତାଙ୍କର ହଟ୍ ଏବଂ ସିଙ୍ଗଲ ଫଟୋ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି।...


