E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଞ୍ଜାମ

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି
2:20 pmJune 14, 2021

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ୧ କି.ମି ଦୂରରେ ବହୁ ଦିନ ଧରି ବେଆଇନ ଭାବେ ଇଟାଭାଟି ଛତୁ ଫୁଟିଲା ପରି ବଢ଼ି ଚାଲିଛି। ସେଠାକାର ଅଞ୍ଚଳରେ ବେଆଇନ ଭାବେ ଚାଷଜମିର ମାଟି ତାଡି ନେଇଯାଉଛନ୍ତି। ଯାହାଫଳରେ ଜମିର ଉର୍ବରତା ହ୍ରାସ ପାଉଛି। ରାତି ଅଧରେ ଜେସିବି ମେଶିନ ଦ୍ବାରା ମାଟି ଖୋଲାଖୋଲି ଭାବରେ ତଡ଼ାଯାଉଛି।
ଅପରପକ୍ଷରେ ଛତ୍ରପୁର ତହସିଲ ପ୍ରଶାସନ ପ୍ରତିକ୍ରିୟାଶୀଳ ହୋଇ ବେଆଇନ ଭାବେ ଗଚ୍ଛିତ ମାଟି ଗଦାକୁ ଜବତ କରିବା ସହ ନାଲି ପତାକା ମାରିଥିବା ଦେଖିବାକୁ ମିଳିଛି। ସରକାରୀ ନିୟମ ନିର୍ଦ୍ଦେଶନାମାକୁ ଉଲ୍ଲଙ୍ଘନ କରି ଜମି ମାଲିକମାନଙ୍କୁ କିଛି ପ୍ରଲୋଭନ ଦେଖାଇ ବେଆଇନ ମାଟି ଚାଲାଣ ବୃଦ୍ଧି ପାଉଛି। ଜମିର ୬ ଇଞ୍ଚ ଉର୍ବର ମାଟିକୁ ନେବା ପାଇଁ ମଧ୍ୟ କାହାକୁ ଅନୁମତି ନାହିଁ କି ଜମି ମାଲିକମାନଙ୍କର ମଧ୍ୟ ଇଞ୍ଚେ ମାଟି ବାହାର କରିବାର କ୍ଷମତା ନାହିଁ। ଲୋକେ କହିବା ପ୍ରକାରେ ସେହି ଅଞ୍ଚଳର ୨୦ ବର୍ଷ ପୂର୍ବେ ଜମି ବହୁତ ଉଚ୍ଚା ଥିଲା। କିନ୍ତୁ ବର୍ତ୍ତମାନ ପାଖାପାଖି ୪ ରୁ ୫ ଫୁଟ ଖାଲ ହୋଇଗଲାଣି। ଯାହା ଫଳରେ ଅଳ୍ପ ବନ୍ୟାରେ ଋଷିକୂଲ୍ୟା ନଦୀର ପାଣି ସହଜରେ ଚାଷଜମିରେ ମାଡ଼ି ଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଞ୍ଜାମ View All

ମଣ୍ଡିକୁ ଧାନ ଆସି ଫେରିଲା

ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି,...

ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ

ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍‌ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ।...

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି...

ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ନେଇ ଭାଜପାର ବିରୋଧ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାର ଦେଶବାସୀଙ୍କୁ ମାଗଣା ଟିକା ଯୋଗାଉଥିବା ବେଳେ ରାଜ୍ୟରେ ବିଜେଡି ନେତୃତ୍ୱଧିନ ସରକାର ହୀନ ରାଜନୀତି କରୁଥିବା ନେଇ ଛତ୍ରପୁର ଭାଜପା ଅଭିଯୋଗ...

ଅନ୍ୟ ରାଜ୍ୟରେ ଅଙ୍ଗୁର ଦାମ୍‌ରେ ବିକ୍ରି ହେଉଛି କେନ୍ଦୁଝର ଜାମୁକୋଳି

କେନ୍ଦୁଝର,୧୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜାମୁକୋଳି ପଡ଼ୋଶୀ ରାଜ୍ୟରେ ଚାହିଦା ଅଧିକ। ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ କେନ୍ଦୁଝର ଜାମୁକୋଳି ବହୁଳ ମାତ୍ରାରେ ବିକ୍ରି ହେଉଛି।...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର।...

ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି

ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୧୬ରୁ ଖୋଲିବ ଐତିହ୍ୟସ୍ଥଳୀ
Next Post Next post:
ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts