ଛତ୍ରପୁର,୧୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୦ ଛୁଇଁଲାଣି। ସୋମବାର ପୁଣି ଜିଲାରୁ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାର ୫୨ ଜଣଙ୍କ ଜୀବନ ଗଲାଣି।
ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୦୦ ଜଣଙ୍କ ମୃତ୍ୟୁ ଘଟିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ
ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...
ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...
ପଥର ମାଫିଆଙ୍କୁ ସୁହାଉଛି ଲକ୍ଡାଉନ୍
ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍ଡାଉନ ଓ ଶଟ୍ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି।...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର
ଠାକୁରମୁଣ୍ଡା,୧୧ା୬(ଡି.ଏନ୍.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍ ଚଳାଉ ଥିବା...
ଅମାନିଆଙ୍କ ପାଇଁ ଗଞ୍ଜାମରେ ପାଟ୍ରୋଲିଂ କଡ଼ାକଡ଼ି
ଗଞ୍ଜାମ,୪।୬(ଡି.ଏନ୍.ଏ.): କୋଭିଡ୍ କଟକଣା ମାନୁ ନ ଥିବା ଅମାନିଆଙ୍କ ପାଇଁ ଗଞ୍ଜାମ ଥାନା ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ହେଲ୍ମେଟ ଓ ମାକ୍ସ ପିନ୍ଧୁ ନ...
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ
ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...
ବେଆଇନ ଭାବେ ଖୋଳିନେଲେ ମାଟି
ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ...


