E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଅଣ୍ଟାବିନ୍ଧାର ଘରୋଇ ଉପଚାର
8:00 amJune 15, 2021

ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ ମଝିରେ କିଛି ସମୟ ବସି ବିଶ୍ରାମ ନିଅନ୍ତୁ। ଅନ୍ୟପକ୍ଷରେ ଯଦି ଆପଣ ଗୋଟିଏ ଜାଗାରେ ଅଧିକ ସମୟ ବସି ରହୁଛନ୍ତି, ତେବେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଉଠି କିଛି ସମୟ ବୁଲାବୁଲି କରନ୍ତୁ। ଏହାଦ୍ୱାରା ଅଣ୍ଟାକୁ ଆରାମ ମିଳିଥାଏ। ଅଧିକ ତେଲମସଲାଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁଠାରୁ ବଡ କଥା ହେଲା ଶାରୀରିକ ଓଜନ। ଏହା ଯେପରି ସନ୍ତୁଳିତ ରହେ, ସେଥିପ୍ରତି ଧ୍ୟାନ ଦିଅନ୍ତୁ। ଯଦି ଆପଣଙ୍କର ଅଣ୍ଟାବିନ୍ଧା ପରି ସମସ୍ୟା ରହିଛି ତେବେ ଓଜନିଆ ଜିନିଷ ଉଠାନ୍ତୁ ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ

ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ…   ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ...

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ...

ରୋଗ ପାଇଁ ଯୋଗ

ରବର୍ଟ ବେନ୍‌ସନ ଥିଲେ ଆମେରିକାସ୍ଥିତ ହାର୍ଭାର୍ଡ ମେଡିକାଲ ସ୍କୁଲର ପ୍ରଫେସର। ୧୯୮୫ ମସିହାରେ ସେ ନିଜର କେତେ ଜଣ ସହକର୍ମୀଙ୍କୁ ନେଇ ପରିଦର୍ଶନ କରିଥିଲେ ଉତ୍ତର...

ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍‌ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ବ୍ରାହ୍ମଣ ଏବଂ ସ୍ତ୍ରୀଙ୍କ ସବୁଠାରୁ ବଡ଼ ଶକ୍ତି କ’ଣ ଆପଣ ଜାଣନ୍ତି କି?

ସ୍ତ୍ରୀ ହୁଅନ୍ତୁ ଅବା ପୁରୁଷ, ସମସ୍ତଙ୍କ ପାଖରେ କିଛି ଗୁଣ, କିଛି ଶକ୍ତି ରହିଥାଏ। ଏହାଦ୍ୱାରା ସେମାନେ କାର୍ଯ୍ୟ ସିଦ୍ଧି କରନ୍ତି। ଆଚାର୍ଯ୍ୟ ଚାଣକ୍ୟ ନୀଜର...

ଘରେ ମନି ପ୍ଲାଣ୍ଟ୍‌ ଲଗାଉଥିଲେ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ, ନଚେତ୍‌…

ଲୋକଙ୍କ ମନରେ ଧାରଣା ରହିଛି, ମନି ପ୍ଲାଣ୍ଟ ଲଗାଇବା ଦ୍ୱାରା ଘରେ ସୁଖ ଏବଂ ସମୃଦ୍ଧି ବୃଦ୍ଧି ହେବା ସହିତ ଧନର ଆଗମନ ହୋଇଥାଏ। ମାତ୍ର...

ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା...

କିପରି ଚିହ୍ନିବେ ଭଲ ସାଙ୍ଗଙ୍କୁ

କୌଣସି ମଣିଷଙ୍କୁ ଚିହ୍ନିବା ସବୁଠାରୁ କଷ୍ଟକର। ସମସ୍ତଙ୍କ ମଧ୍ୟରେ ଯଦି କଥା ବନ୍ଧୁଙ୍କୁ ଚିହ୍ନିବାରେ ଆସେ, ତେବେ ତାହା ଅଧିକ ଗମ୍ଭୀର ହୋଇଥାଏ। ଅନେକ ସମୟର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଧରିତ୍ରୀ କାର୍ଟୁନ୍‍
Next Post Next post:
ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts