E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୧୫ ତାରିଖ – Daily Horoscope
4:30 pmJune 14, 2021

ମେଷ
ଚନ୍ଦ୍ରମଙ୍ଗଳ ଯୋଗରୁ ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ପାଇବେ। ନୂତନ ଯୋଜନାରେ ଉଚ୍ଚାଶା ମୂଲ୍ୟହୀନ ହେବନାହିଁ। ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ପରିବାରରେ ଅଶାନ୍ତ ଦୂର କରିବାରେ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିବାର ସୂଚନା ରହିଛି ।
ବୃଷ
ବୃଷ
ଆଜି କୌଣସି କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ। ପିଲାମାନଙ୍କ ବିଷୟରେ, ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଦେଖାଦେବ।
ମିଥୁନ
ମିଥୁନ
ପ୍ରତିବନ୍ଧକ ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହିଁ। ପରିସ୍ଥିତିର ଗୁରୁତ୍ୱ କାରଣରୁ ପରିବାରରେ ମତ ରଖିବାରେ ପଛେଇ ଯାଇପାରନ୍ତି।
କର୍କଟ
କର୍କଟ
ଯାହା ବହୁ ଦିନ ହେଲା ଭାବୁଥିଲେ ଆଜି ତାହା ବାସ୍ତବରେ ପରିଣତ ହେବ। କର୍ମକ୍ଷେତ୍ରରେ ଅନ୍ୟାୟ ବିରୋଧରେ ବନ୍ଧୁମାନଙ୍କଠାରୁ ସହଯୋଗ ପାଇବେନି। ଯାନ ବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧା ଭୋଗି ପାରନ୍ତି। ପ୍ରଶାସନିକ ସ୍ଥିତି ବହୁତ ଭଲ ରହିବ ଏବଂ ଫଳପ୍ରଦ ଆଲୋଚନା କରିପାରନ୍ତି।
ସି˚ହ
ସି˚ହ
ଦିନଟିରେ ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବା ସଙ୍ଗକୁ ପାରିବାରିକ ଅସ୍ଥିରତା ଦୂର ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ ଓ ଅଟକି ରହିଥିବା କାମଟିକୁ ସାକାର କରିପାରିବେ। ନିକଟସ୍ଥ କୌଣସି ବ୍ୟକ୍ତିଙ୍କ ଭୁଲ୍‌ ବୁଝାମଣା ଆକସ୍ମିକ ବିବାଦ ସୃଷ୍ଟି କରିପାରେ।
କନ୍ୟା
ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ପଡୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ପାରିବାରିକ ଦିଗରୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସଜାସଜିରେ ବ୍ୟସ୍ତ ରହିପାରନ୍ତି। ବିବାଦୀୟ କ୍ଷେତ୍ର କିମ୍ବା ପରିବେଶରୁ ନିଜକୁ ଦୂରେଇ ରଖିବା ଠିକ୍‌ ହେବ।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ରହିଥିଲେ ମଧ୍ୟ କେତେକ କାମ କରିବାକୁ ପଡ଼ିବ। ଆଶା କରୁଥିବା ଦିଗରୁ ସହକର୍ମୀମାନଙ୍କ ସାହାଯ୍ୟରେ ଅର୍ଥ ପାଇବେ। ସାଂସ୍କୃତିକ କାର୍ଯ୍ୟକ୍ରମରୁ କିମ୍ବା ଉଚ୍ଚସ୍ତରରୁ ଏପରି କି ସଭାସମିତିରୁ ସମ୍ମାନିତ ହେବେ। ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ କିନ୍ତୁ ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ।
ବିଛା
ବିଛା
ସମସ୍ୟା ଆସିଲେ ମଧ୍ୟ ତାହାର ସରଳ ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ। ବ୍ୟବସାୟିକ କାରବାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ସ୍ତ୍ରୀ ଓ ପିଲାଛୁଆଙ୍କ ସ୍ବାସ୍ଥ୍ୟ ହାନି ହେତୁ ଅଧିକାଂଶ ସମୟ ଚିନ୍ତା କରିପାରନ୍ତି। ସରକାରୀ ସ୍ତରରୁ ଶୁଭ ଖବର ପାଇ ଖୁସି ହେବେ।
ଧନୁ
ଧନୁ
ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ବାସ୍ଥ୍ୟପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡିପାରେ। ସଂଗଠନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପରିବାର ଭିତରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ମକର
ମକର
ଆର୍ଥିକ ଦିଗରୁ ଆଜି ଦିନଟି ବହୁତ ଭଲ, ଫଳରେ ବିଭିନ୍ନ ସୂତ୍ରରୁ ରୋଜଗାର କରିବେ। ଲୋକସମ୍ପର୍କ ବୃଦ୍ଧି ପାଇବ କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ସକାଶେ ଟେନସନ ବଢିଯିବ। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ସଭାସମିତି, ପଢ଼ା ଓ ଚୁକ୍ତିପତ୍ରରୁ ଶୁଭଫଳ ପାଇବେ। ବନ୍ଧୁଙ୍କଠାରୁ କାୈଣସି ଖବର ପାଇ ଖୁସି ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସଫଳତା ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ। ରୋଗ, ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହେବାର ଆଶଙ୍କା ରହିଛି। ସ୍ଥଗିତ କାମକୁ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ରାସ୍ତାରେ କିଛି ଜିନିଷ ଅନ୍ୟମନସ୍କତାବଶତଃ କୌଣସି ସ୍ଥାନରେ ହଜାଇ ବ୍ୟସ୍ତ ହେବେ।
ମୀନମୀନ
ଆଜି ଯାତ୍ରା ଓ ବାଣିଜ୍ୟ ସକାଶେ ଦିନଟି ବହୁତ ଭଲ। ବନ୍ଧୁ ମିଳନରୁ ଖୁସି ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ଏବଂ ବିଜୟ ଲାଭର ସମ୍ଭାବନା ମଧ୍ୟ ରହିଛି। ଡାଇବେଟିସ୍‌ କିମ୍ବା ଗ୍ୟାଷ୍ଟିକ୍‌ ରୋଗୀମାନଙ୍କ ସକାଶେ ସମୟ ଅନୁକୂଳ ରହିବନାହିଁ।

[mc4wp_form id="252536"] All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ...

ରାଶିଫଳ: ରବିବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ ବଳହୀନ ରାଶ୍ୟାଧିପ ଯୋଗୁ ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ...

ରାଶିଫଳ: ବୁଧବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ବୃହସ୍ପତିଙ୍କ ଗଜକେଶରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର, ପାରିବାରିକସ୍ଥିତି ଓ ବାଣିଜ୍ୟବ୍ୟବସାୟର ଶୁଭଫଳ ପାଇବେ। ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ସଙ୍ଗକୁ ବନ୍ଧୁ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ...

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର...

ରାଶିଫଳ: ଶନିବାର, ଜୁନ୍‌ ୫ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ...

ରାଶିଫଳ: ବୁଧବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ବୈଷୟିକ ସୁଖ,ସମୃଦ୍ଧି ସମ୍ବନ୍ଧୀୟ କାର୍ଯ୍ୟ ପ୍ରତି ଅନୁରକ୍ତି କରାଇବ। ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ସବୁକଥାକୁ ଭଲରୂପେ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ବୁଧ ଧନାଧିପଙ୍କ ଗୃହରେ ଥିବାରୁ ବନ୍ଧୁଙ୍କ ସହ ଅର୍ଥକୁ କେନ୍ଦ୍ର କରି ବିତର୍କ ହୋଇପାରେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ
Next Post Next post:
ଭାକ୍ସିନ ନେବା ପରେ ୪୮୮ବ୍ୟକ୍ତିଙ୍କ ମୃତ୍ୟୁ, ୨୬ହଜାର ଲୋକଙ୍କ ମଧ୍ୟରେ ଦେଖାଦେଇଛି ଗମ୍ଭୀର ପାର୍ଶ୍ୱପ୍ରତିକ୍ରିୟା: ତଥ୍ୟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts