E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
5:10 pmJune 14, 2021

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଧୀରେ ଧୀରରେ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହ ଟିକାକରଣ ମଧ୍ୟ ଜାରି ରହିଛି। ଅନ୍ୟପଟେ ତୃତୀୟ ଲହରର ଆସିବାର ସମ୍ଭାବନା ଥିବାରୁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ତୃତୀୟ ଲହରରେ ପିଲାଙ୍କ ପ୍ରତି ଅଧିକ ଭୟ ଥିବାରୁ ସରକାର ସେମାନଙ୍କ ଟିକାକରଣ ପ୍ରତି ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କ୍ଲିନିକାଲ ଟ୍ରାଏଲ ମଧ୍ୟ ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ବର୍ଷ ଓ ୨ରୁ ୬ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନର କ୍ଲିନିକାଲ ଟ୍ରାଏଲ କରାଯିବ। ଏଥିପାଇଁ ମଙ୍ଗଳବାରଠାରୁ ୬ରୁ ୧୨ବର୍ଷ ଓ ୨ରୁ ୬ ବର୍ଷ ପିଲାଙ୍କ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହାପୂର୍ବରୁ ୧୨ରୁ ୧୮ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ ପରୀକ୍ଷା କରାଯାଇସାରିଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

୮୦ କୋଟି ଲୋକଙ୍କୁ ମାଗଣା ରାଶନ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦...

ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌କୁ ଅନୁମତି

ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌ ଟିକା ସ୍ପୁଟ୍‌ନିକ-ଭି ଉତ୍ପାଦନ ଲାଗି ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି
Next Post Next post:
ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts