E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି
8:02 amJune 15, 2021

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଅନେକ ଶ୍ଲୋକ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି, ଜଣେ ବ୍ୟକ୍ତି ମଧୁର କଥା କହିବା ସହିତ ସତ୍ୟ କହିବା ଉଚିତ୍‌। ଏଥିସହ ସେ ଏହା ମଧ୍ୟ କହିଛନ୍ତି, କେଉଁ କାମ କରି ଜଣେ ବ୍ୟକ୍ତି ଜଗତକୁ ନିୟନ୍ତ୍ରଣ କରିପାରିବ।

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି, ଯଦି ଆପଣ ସମଗ୍ର ବିଶ୍ୱକୁ ବଶିଭୂତ କରିବାକୁ ଚାହୁଁଛନ୍ତି, ତେବେ ମନ୍ଦ କାର୍ଯ୍ୟକୁ ପରିତ୍ୟାଗ କରିବାକୁ ପଡିବ। ଏହାକୁ ତ୍ୟାଗ କଲେ ସମସ୍ତେ ଆପଣଙ୍କୁ ପସନ୍ଦ କରିବା ଆରମ୍ଭ କରିବେ। ବିଶ୍ୱକୁ ନିୟନ୍ତ୍ରଣ କରିବାର ଏକମାତ୍ର ଉପାୟ ହେଉଛି ଯେପରି ଆପଣଙ୍କ କଥାରେ କାହାକୁ କ୍ଷତି ନ ପହଞ୍ଚେ।

ଚାଣକ୍ୟ ଏହି ଶ୍ଳୋକରେ କଥାର ମହତ୍ତ୍ୱ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ବସନ୍ତ ଆସିବା ପର୍ଯ୍ୟନ୍ତ କୋଇଲି ଯେପରି ଚୁପ ରହିଥାଏ। ବସନ୍ତ ଆସିଲେ ସମସ୍ତେ ତାର ମଧୁର ସ୍ବର ଶୁଣନ୍ତି। ଯଦି ତୁମେ ମଧୁର କଥା କହିପାରିବ ନାହିଁ, ତେବେ ଚୁପ ରହିବା ଭଲ।

ଆଚାର୍ଯ୍ୟ ଚାଣକ୍ୟ ଏହି ଶ୍ଳୋକରେ କହିଛନ୍ତି ଯେ, ଜଣେ ଲୋଭୀ ବ୍ୟକ୍ତିଙ୍କୁ ଟଙ୍କା ଦ୍ୱାରା ବଶିଭୂତ କରିହେବ। ମାତ୍ର ଯଦି ଜଣେ ପଣ୍ଡିତ କିମ୍ବା ଜ୍ଞାନୀ ବ୍ୟକ୍ତିଙ୍କୁ ବଶିଭୂତ, କରିବାକୁ ଚାହାନ୍ତି ତେବେ ତାଙ୍କ ସାମ୍ନାରେ କେବଳ ସତ୍ୟ କହିବା ଉଚିତ୍‌। ଯଦି ଜଣେ ମୂର୍ଖକୁ ନିୟନ୍ତ୍ରଣ କରିବାକୁ ଚାହୁଁଛ, ତେବେ ସେ ଯେପରି କହୁଛନ୍ତି ଠିକ୍‌ ସେହିପରି କରିବା ଉଚିତ୍‌। ସେ କହିଛନ୍ତି ଯେ, ମୂର୍ଖ ଲୋକମାନେ ମିଥ୍ୟା ପ୍ରଶଂସାରେ ସନ୍ତୁଷ୍ଟ ହୁଅନ୍ତି। ଅହଂକାରୀ ବ୍ୟକ୍ତିଙ୍କୁ ହାତ ଜୋଡି କିମ୍ବା ଉପଯୁକ୍ତ ସମ୍ମାନ ଦେଇ ନିୟନ୍ତ୍ରଣ କରିହେବ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ମେକ୍ସିକାନ୍‌ ଫ୍ରାଏଡ୍‌ ରାଇସ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ଭାତ, ୧/୪ କପ୍‌ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍‌ମା, ଗୋଟିଏ କଟା ପିଆଜ,...

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ...

ପରିବାର ପାଇଁ ପରିବେଶ

ଘର ପରିବେଶକୁ ପ୍ରଦୂଷଣମୁକ୍ତ କରିବା ସହ ଘରକୁ ସୁନ୍ଦର ଓ ଆକର୍ଷଣୀୟ କରିବା ପାଇଁ ଏବେ ଗୃହିଣୀମାନେ ଅଧିକରୁ ଅଧିକ ଇନ୍‌ଡୋର ପ୍ଲାଣ୍ଟ ଲଗାଉଛନ୍ତି। ସମୟ...

ଏକ୍‌ମୋ ଚିକିତ୍ସା

ଏକ୍‌ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍‌ସ ଯନ୍ତ୍ର। ହୃତ୍‌ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର...

ମାତୃଗର୍ଭରୁ ସ୍ଥିର ହୁଏ ଏସବୁ

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଣ୍ଟାବିନ୍ଧାର ଘରୋଇ ଉପଚାର
Next Post Next post:
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts