E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା
5:13 pmJune 14, 2021

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍‌ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍‌ଟାଲି ବେନେଟଙ୍କୁ ଅଭିନନ୍ଦନ। ଆସନ୍ତା ବର୍ଷ ଆମର କୂଟନୈତିକ ସମ୍ପର୍କକୁ ନବୀକରଣ କରିବାର ୩୦ ବର୍ଷ ପୂରଣ କରୁଛୁ ଏବଂ ମୁଁ ଏହି ଅବସରରେ ଆପଣଙ୍କୁ ଭେଟିବାକୁ ଏବଂ ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ଦୃଢ କରିବାକୁ ଅପେକ୍ଷା କରିଛି।
ରବିବାର ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ୧୨ ବର୍ଷ ଧରି ପ୍ରଧାନମନ୍ତ୍ରୀ ପଦରେ ରହିଥିବା ବେଞ୍ଜାମିନ ନେତାନ୍ୟାହୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ପ୍ରଶଂସା କରିବା ସହ ଭାରତ-ଇସ୍ରାଏଲ ରଣନୀତିକ ଭାଗିଦାରୀ ଉପରେ ବ୍ୟକ୍ତିଗତ ଭାବେ ଧ୍ୟାନ ଦେଇଥିବାରୁ ତାଙ୍କ ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି।

Excellency @naftalibennett, congratulations on becoming the Prime Minister of Israel. As we celebrate 30 years of the upgradation of diplomatic relations next year, I look forward to meeting you and deepening the strategic partnership between our two countries. @IsraeliPM

— Narendra Modi (@narendramodi) June 14, 2021

As you complete your successful tenure as the Prime Minister of the State of Israel, I convey my profound gratitude for your leadership and personal attention to India-Israel strategic partnership @netanyahu.

— Narendra Modi (@narendramodi) June 14, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆଇଜଲ୍‌,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି।...

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର...

କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍‌ଟା ଭାରିଆଣ୍ଟ

ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ...

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି...

କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି

ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି।...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
Next Post Next post:
ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts