ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା ଯିବେ। କୁହାଯାଉଛି ଯେ ଏହି ସ୍ବତନ୍ତ୍ର ବିମାନରେ ୧୪ ଜଣ ଯିବାର କ୍ଷମତା ଅଛି। ଏଥିରେ ରଜନୀକାନ୍ତ ତାଙ୍କ ପରିବାରର କିଛି ସଦସ୍ୟଙ୍କୁ ମଧ୍ୟ ସାଙ୍ଗରେ ନେବାକୁ ଚାହଁୁଛନ୍ତି। ରଜନୀକାନ୍ତଙ୍କ ଜ୍ବାଇଁ ତଥା ଅଭିନେତା ଧନୁଷ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କ ସହିତ ଆମେରିକାରେ ଅଛନ୍ତି। ସେଠାରେ ସେ ତାଙ୍କ ହଲିଉଡ ଫିଲ୍ମର ଶୁଟିଂ କରୁଛନ୍ତି। ମେଡିକାଲ ଯାଞ୍ଚ ସମୟରେ ସେ ତାଙ୍କ ଶ୍ୱଶୁରଙ୍କ ସହ ରହିବେ ବୋଲି କୁହାଯାଉଛି।
ରଜନୀକାନ୍ତ ତାଙ୍କ ଆଗାମୀ ଫିଲ୍ମ ‘ଆନ୍ନାଥେ’ରେ ଗ୍ରାମ ସଭାପତି ଭୂମିକାରେ ଅଭିନୟ କରିଛନ୍ତି, ଯାହାର ଶୁଟିଂ ଶେଷ ହୋଇଛି।
ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…
ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍ ବିବାଦୀୟ। ଏକଦା ବ୍ଲାକ୍ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...
ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’
ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ...
ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍ ବସ୍-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...
ପ୍ରଥମେ ନା, ପରେ ହଁ
କଥାରେ ଅଛି, ‘ଆରେ ଢାମଣା, ବୁଲି ବୁଲି ପୁଣି ସେଇ ଅଗଣା।’ ଦେଖୁନାହାନ୍ତି, ଫିଲ୍ମଟିର କାହାଣୀ ବିଷୟରେ ଶୁଣିବା ପରେ ସେ ଏଥିରେ ଅଭିନୟ କରିବେ...
ଶାହରୁଖ ଦେଇଥିବା ୩୦୦ ଟଙ୍କାକୁ ୮ ବର୍ଷ ହେଲା ପାଖରେ ରଖିଛନ୍ତି ଅଭିନେତ୍ରୀ
ନୂଆଦିଲ୍ଲୀ,୧୭।୬: ୨୦୧୩ରେ ରିଲିଜ ହୋଇଥିଲା ବଲିଉଡ୍ କିଙ୍ଗ୍ ଶାହାରୁଖ ଖାନଙ୍କ ଅଭିନୀତ ଫିଲ୍ମ ‘ଚେନ୍ନାଇ ଏକ୍ସପ୍ରେସ’। ଏହି ବ୍ଲକବଷ୍ଟର ଫିଲ୍ମର ଆଇଟମ ସଙ୍ଗ୍ର ଶୁଟିଂବେଳେ ଶାହାରୁଖଙ୍କୁ...
କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍’
ବମ୍ବେ: ବଲିଉଡ୍ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...
ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ
ବଲିଉଡ୍ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର...
ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…
ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ...


