E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
8:26 pmJune 14, 2021

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକସନର ଭାଇରାଲ ଲୋଡ୍‌ କମିଛି। ପୂର୍ବରୁ ସିଟି ଭ୍ୟାଲୁ ୧୪ ରୁ ୧୫ ପ୍ରତିଶତ ରହୁଥିଲା। ଏବେ ଏହା ହାରାହାରି ୨୮ ରହୁଛି।

ସୂଚନା ଅନୁଯାୟୀ, ଜଣେ ବ୍ୟକ୍ତିର ଯଦି ସିଟି ଭାଲ୍ୟୁ ୩୫ କିମ୍ବା ତା’ଠାରୁ ଅଧିକ ରହେ, ତେବେ ତାଙ୍କର କୋଭିଡ୍‌ ନେଗେଟିଭ୍‌। ଯଦି ସିଟି ଭାଲ୍ୟୁ ୩୫ରୁ କମ୍‌ ରହେ ତେବେ ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ୍‌ ଅଟନ୍ତି। ତୃତୀୟ ଲହରକୁ ନେଇ ଅଜୟ ପରିଡ଼ା କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରରେ ସମସ୍ତ ବର୍ଗର ଲୋକମାନେ ସଂକ୍ରମିତ ହୋଇପାରନ୍ତି। କରୋନା ଭୂତାଣୁ କେବଳ ବଡ଼ ଲୋକମାନଙ୍କୁ ନୁହେଁ ଶିଶୁମାନଙ୍କୁ ମଧ୍ୟ ସଂକ୍ରମିତ କରିପାରେ। କିନ୍ତୁ ତୃତୀୟ ଲହର ଆସିବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

କୋଭିଡ୍‌ କଟକଣା, ଟିକାକରଣ ଓ ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ତୃତୀୟ ଲହର ନିର୍ଭର କରିବ ବୋଲି ସେ କହିଛନ୍ତି। ଭାଇରସର ମ୍ୟୁଟାଣ୍ଟରେ ପରିବର୍ତ୍ତନ ହେଉଛି। ଆଗକୁ ମଧ୍ୟ ପରିବର୍ତ୍ତନ ହୋଇପାରେ। ଏବେ ଭାରତର ୨୮ଟି ଲ୍ୟାବରେ ଜିନମ୍‌ ସିକ୍ୱେନସିଂ କରାଯାଉଛି। ଏହାଦ୍ୱାରା ଭାଇରସର ମ୍ୟୁଟାଣ୍ଟରେ କିପରି ପରିବର୍ତ୍ତନ ହେବ ଓ ଏହାର ପରିବର୍ତ୍ତିତ ରୂପ କଣ ହେବ ସେ ବିଷୟରେ ଜାଣିପାରିବା ବୋଲି ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

ଧରାପଡ଼ିଲା ସେକ୍ସ ର଼୍ୟାକେଟ୍‌ କିଙ୍ଗ୍‌ପିନ

କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା...

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି...

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର...

ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍‌ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ...

ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରଥଯାତ୍ରାର ଆଦ୍ୟପର୍ବ ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହାକାଶରୁ ଫେରିଥିବା ରେଡ୍‌ ଓ୍ବାଇନର ଦାମ କେତେ ଜାଣନ୍ତୁ
Next Post Next post:
ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts