E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର

ରାତି ପାହିଲେ ବାହାରିବେ ବରଯାତ୍ରୀ
10:08 pmJune 14, 2021

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍‌ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହରେ ସାକ୍ଷୀ ହେବାକୁ ସୋମବାର ଗୋଧୂଳି ଲଗ୍ନରେ ସାକ୍ଷୀଗୋପୀନାଥ ମନ୍ଦିରରୁ ବାହାରି ରାତି ୭ଟାରେ ବାଲୁଙ୍କେଶ୍ୱର ପୀଠରେ ପହଞ୍ଚତ୍ଥିଲେ। ଭକ୍ତମାନେ ଠାକୁରଙ୍କୁ ବନ୍ଦାଣ କରି ବାଲୁଙ୍କେଶ୍ୱର ପୀଠକୁ ନେଇଥିଲେ।

ମଙ୍ଗଳବାର ମଧ୍ୟ ରାତ୍ରିରେ ବାଲୁଙ୍କେଶ୍ୱରଙ୍କ ବରାତିରେ ସାକ୍ଷୀଗୋପୀନାଥ ସାମିଲ ହେବା ନୀତି ରହିଛି। ପଣ୍ଡିତ ଶଶାଙ୍କ ଶେଖର ମିଶ୍ର ଠାକୁରଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ। ରାସ୍ତାରେ ମହିଳାପୁରୁଷ ଭକ୍ତମାନେ ପୂର୍ଣ୍ଣ କଳସ ସ୍ଥାପନ ପୂର୍ବକ ଠାକୁରଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ। ଦେବ ବିବାହରେ ଠାକୁର ସାକ୍ଷୀ ହେବେ ା ଏଥିସହ ମଣ୍ଡପରେ ଦେବଦମ୍ପତିଙ୍କ ଯୁଗଳମୂର୍ତ୍ତି ଶୋଭା ପାଇବେ। ପରମ୍ପରାନୁସାରେ ସାତଦିନ ପର୍ଯ୍ୟନ୍ତ ଠାକୁର ନନ୍ଦପଡାଠାରେ ଅବସ୍ଥାନ କରି ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ଝାଡୁଆପଡାର ଲୋକନାଥ ବାବା ଓ ମୁଦିପଡାର ଜାଗେଶ୍ୱର ବାବା, ବାଲିବନ୍ଧା ଶ୍ରୀ ସୋମନାଥ ବାବା, ଶ୍ରୀ ବୁଢାରଜା ମହାଦେବ, ବଡବଜାରର ଶୀତଳେଶ୍ୱର ବାବା, ଠାକୁରପଡାର ଗୁପ୍ତେଶ୍ୱର ବାବା, ଦୁର୍ଗାପାଲିର ଗୁଡେଶ୍ୱର ବାବା, ମାନେଶ୍ୱରର ମାନଧାତା ବାବା, ସିନ୍ଦୂରପଙ୍କର ତାରକେଶ୍ୱର ବାବା, ଫାଟକ ମହାକାଳେଶ୍ୱର ପ୍ରଭୃତି ଶୈବପୀଠ ରଙ୍ଗିନ ଆଲୋକମାଳାରେ ଝଟକୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All

ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ

ସୋର,୧୭ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ...

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର...

ଖଟିଆ କାନ୍ଧେଇ ପ୍ରତିବାଦ କଲେ ଗ୍ରାମବାସୀ

ସାରସକଣା,୧୮।୬(ଡି.ଏନ.ଏ.)- ପ୍ରଶାସନର କାର୍ଯ୍ୟଧାରା ଏବଂ ଅପାରଗତାକୁ ପଦାରେ ପକାଇବା ଲକ୍ଷ୍ୟନେଇ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଗଁାକୁ ଯିବାକୁ ଭଲ ରାସ୍ତା ଓ ପୋଲ...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର...

୭ରୁ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ଅଧିକ ରହୁଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଜାରି ରହିଛି। ଶୁକ୍ରବାର ବଲାଙ୍ଗୀର ଓ ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର
Next Post Next post:
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts