E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର
10:07 pmJune 14, 2021

ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ ଏକ ବର୍ଷ ହେଲା ଘରେ ଶ୍ରମିକ ଭାବେ କାମ କରାଉଥିଲେ। ଅଭିଯୋଗ ପାଇ ଚଢ଼ାଉ କରିଥିଲା ଚାଇଲ୍ଡ ଲାଇନ୍‌ ଓ ସ୍ଥାନୀୟ ପୋଲିସ।

ନାବାଳିକାଙ୍କୁ ଅତିରିକ୍ତ ସିଡବ୍ଲ୍ୟୁସିଙ୍କ ନିକଟରେ ହାଜର କରାଯାଇଥିଲା। ପଚରାଉଚୁରା କରାଯାଇ ସେଠାରୁ କଳିଙ୍ଗବିହାରସ୍ଥିତ ଏକ ଆଶ୍ରୟ ସ୍ଥଳକୁ ପଠାଇ ଦିଆଯାଇଛି। ଚାଇଲ୍ଡ ଟ୍ରାଫିକିଂ ନେଇ ନୟାପଲ୍ଲୀ ଥାନାରେ ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ କରାଯାଇଥିବା ଚାଇଲ୍ଡ ଲାଇନ୍‌ ନିର୍ଦ୍ଦେଶକ ବେଣୁଧର ସେନାପତି ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଉଦ୍ଧାର ନାବାଳିକାଙ୍କ ଘର ବ୍ରହ୍ମପୁରରେ। ତାଙ୍କ ବାପା ଜଣେ ଟ୍ରଲି ଚାଳକ ହୋଇଥିବାବେଳେ ମା’ ପର ଘରେ କାମ କରନ୍ତି। ନାବାଳିକା ଜଣକ ୫ ଶ୍ରେଣୀରେ ପଢ଼ୁଥିବାବେଳେ ଗତବର୍ଷ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା। ୨୦୨୦ ନଭେମ୍ବର ମାସରୁ ଅବସରପ୍ରାପ୍ତ ଜିଲାପାଳଙ୍କ ଘରେ ରହି ମାସିକ ପାରିଶ୍ରମିକରେ ସେ କାମ କରୁଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍‌ସିବି ମେଡିକାଲରେ ଏକ୍‌ମୋ ଚିକିତ୍ସା ସେବା ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍‌ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ...

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ...

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ,...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

ଉପକୂଳ ଅଞ୍ଚଳ ସୁରକ୍ଷାକୁ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୧ା୬: କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାଲେଶ୍ୱର ଜିଲାର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୧୪ , ୨୦୨୧)
Next Post Next post:
ରାତି ପାହିଲେ ବାହାରିବେ ବରଯାତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts