ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍ଓ୍ବେଲ୍କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର ଧରି ଚାଲିଥିଲା ଉଦ୍ଦାର କାର୍ଯ୍ୟ। ବୋର୍ଓ୍ବେଲ୍ ଭିତରକୁ ଛଡ଼ାଯାଇଥିଲା ଅକ୍ସିଜେନ୍ । ଶେଷରେ ଶିଶୁଟିକୁ ଉଦ୍ଧାର କରିଥିଲେ ଏସ୍ଡିଆର୍ଏଫ୍ ଟିମ୍ ଓ ସ୍ଥାନୀୟ ପୋଲିସ। ଶିବ ନାମକ ଏହି ଶିଶୁଟି ସୁସ୍ଥ ଥିବା ବେଳେ ଅଧିକ ଚିକିତ୍ସା ପାଇଁ ହସ୍ପିଟାଲ ପଠାଯାଇଛି।
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ...
ଅମରନାଥ ଯାତ୍ରା ବନ୍ଦ
ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା...
ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ...
ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା...
ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...


