ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି ଟିକାର ପରୀକ୍ଷା ଆରମ୍ଭ ହୋଇଥିଲା। ଯାଞ୍ଚ ରିପୋର୍ଟ ଆସିବା ପରେ ଅଂଶଗ୍ରହଣକାରୀ ପିଲାଙ୍କୁ କୋଭାକ୍ସିନ ଟିକା ଦିଆଯିବ। ୧୨ରୁ ୧୮ ବର୍ଷ ବୟସ ବର୍ଗର ପିଲାମାନଙ୍କଠାରେ ସିଙ୍ଗଲ୍ ଡୋଜ୍ କୋଭାକ୍ସିନର ପରୀକ୍ଷା ଶେଷ ହେବା ପରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କଠାରେ ଏହି ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଏହା ପରେ ୨ରୁ ୬ ବର୍ଷର ପିଲାଙ୍କୁ ପରୀକ୍ଷାରେ ସାମିଲ କରାଯିବ। ମୋଟ ୫୨୫ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ ବୋଲି ଜଣାପଡ଼ିଛି।
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…
ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...
ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ
ନୂଆଦିଲ୍ଲୀ,୮।୬: କୋଭିଡ୍ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ...
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ...
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍ସି
ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ...
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ବଲିଉଡ୍ ଅଭିନେତାଙ୍କ ଘରୁ ଚୋରି
ମୁମ୍ବାଇ, ୧।୬: ବଲିଉଡ୍ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...


