E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମନୀଷ କୁମାର ଜାତୀୟ ଚାମ୍ପିୟନ
7:27 amJune 15, 2021

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୯ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ପଶ୍ଚିମବଙ୍ଗର ଆରଣ୍ୟକ ଘୋଷ ଏବଂ ମଧ୍ୟପ୍ରଦେଶର ଆୟୁଷ ଶର୍ମା ୯ ପଏଣ୍ଟ ଲେଖାଏ ପାଇଥିଲେ ହେଁ ବୁକୋଲଜରେ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ୨୧୦୫ ରେଟିଂରେ ଥିବା ମନୀଷ ୮ ମ୍ୟାଚରେ ବିଜୟୀ ହୋଇଥିବାବେଳେ ୨ଟି ମ୍ୟାଚ ଡ୍ର ରଖିଥିଲେ ଏବଂ ମାତ୍ର ଗୋଟିଏ ମ୍ୟାଚରେ ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ସଂକଳ୍ପ ଗୁପ୍ତା(୨୪୨୯)ଙ୍କଠାରୁ ହାରିଥିଲେ। ତେବେ ସେ ପରେ ୨ ଆଇଏମ୍‌ କୌସ୍ତୁଭ ଚାଟାର୍ଜୀ(୨୪୩୧) ଏବଂ ଏମ. ପ୍ରଣେଶ(୨୪୩୭)ଙ୍କୁ ହରାଇଥିବାବେଳେ ଆରଣ୍ୟକ ଘୋଷ(୨୪୪୦)ଙ୍କ ସହ ମ୍ୟାଚ ଡ୍ର ରଖିଥିଲେ। ଅନ୍ୟ ଓଡ଼ିଆ ଖେଳାଳିଙ୍କ ମଧ୍ୟରେ ଜଗଦୀଶ ବାରିକ ୮ ପଏଣ୍ଟ ସହିତ ୧୬, ସମ୍ବିତ ପଣ୍ଡା ୭.୫ ପଏଣ୍ଟ ସହ ୨୩, ହର୍ଷିତ ରଞ୍ଜନ ୬.୫ ପଏଣ୍ଟ ସହ ୬୩, ମହିତୋଶ ଦେ ୫ ପଏଣ୍ଟ ସହିତ ୧୨୮ ଏବଂ ଇନ୍ଦ୍ରଜିତ ସୂର୍ଯ୍ୟପ୍ରାଞ୍ଜଳ ୧୬୬ତମ ସ୍ଥାନରେ ରହିଛନ୍ତି। ମନୀଷ କୁମାରଙ୍କୁ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ସମ୍ପାଦକ ଦେବବ୍ରତ ଭଟାଚାର୍ଯ୍ୟ, ସଭାପତି ରଞ୍ଜନ ମହାନ୍ତି, ମୁଖ୍ୟ ଆର୍ବିଟର ସୁରେଶ ଚନ୍ଦ୍ର ସାହୁ, ଏସ୍‌ଆର୍‌ ଚେସ୍‌ ସେଣ୍ଟର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌...

ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା

ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...

ଭାରତୀୟ ଦଳରୁ ବାଦ୍‌ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର...

ଟିମ୍‌ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍‌

ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ନ୍ୟୁଜିଲାଣ୍ଡ...

କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା

ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମରୁଡ଼ି ହଟାଇପାରିନି ମାନଜୋର
Next Post Next post:
ମହିଳା କ୍ରିକେଟ ଖେଳାଳିଙ୍କୁ ରାହାନେଙ୍କ ଟିପ୍ସ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts