E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍‌ଘାଟନୀ ମ୍ୟାଚ
7:28 amJune 15, 2021

 

ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍‌ଘାଟିତ ହୋଇଛି। ଉଦ୍‌ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ ଅଭିଯାନ ଆରମ୍ଭ କରିଛି। ରବିବାର ରାତିରେ ବ୍ରାସିଲିଆର ମାନେ ଗାରିଞ୍ଚା ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ମର୍କ୍ୱିନୋ, ନେମାର ଓ ଗାବ୍ରିଏଲ ବାର୍ବୋସା ଗୋଲ ସ୍କୋର କରି ବ୍ରାଜିଲକୁ ବିଜୟୀ କରାଇଛନ୍ତି। କରୋନାରେ ଅନେକ ସଂକ୍ରମିତ ହୋଇଥିବାରୁ ଭେନେଜୁଏଲା ଶ୍ରେଷ୍ଠ ଏକାଦଶ ଖେଳିବା ସମ୍ଭବ ହୋଇ ନ ଥିଲା। ଆର୍ଜେଣ୍ଟିନା ଓ କଲମ୍ବିଆ ସହ ଆୟୋଜକରୁ ବାଦ୍‌ ପଡ଼ିବା ପରେ ଦକ୍ଷିଣ ଆମେରିକା ଫୁଟବଲ ପରିଚାଳନା ସଂସ୍ଥା କନ୍‌ମେବୋଲ କରୋନା ସଂକ୍ରମଣ ସକ୍ରିୟ ରହିଥିଲେ ହେଁ ବ୍ରାଜିଲକୁ ଆୟୋଜକଭାବେ ବାଛିଥିଲା। ଦେଶରେ ଟୁର୍ନାମେଣ୍ଟ ଆୟୋଜନକୁ ବିରୋଧ କରୁଥିଲେ ହେଁ ବ୍ରାଜିଲ ଅଧିନାୟକ କାସେମିରୋ ନିଜ ଦଳ ଟାଇଟଲ ବଜାୟ ରଖିବାନେଇ ବେଶ୍‌ ଆଶାବାଦୀ ଅଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...

ଓ୍ବିମ୍ବେଲଡନ ଡ୍ର’ରେ ପ୍ରଥମ ଚାଇନିଜ୍‌ ଖେଳାଳି ଝାଙ୍ଗ୍‌ ଝିଝେନ୍‌

ଓ୍ବିମ୍ବେଲଡନ,୨୬ା୬(ଏପି)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ମୁଖ୍ୟ ଡ୍ର’ରେ ସ୍ଥାନ ପାଇବାରେ ଝାଙ୍ଗ୍‌ ଝିଝେନ୍‌ ହେଉଛନ୍ତି ଚାଇନାର ପ୍ରଥମ ପୁରୁଷ ଟେନିସ ଖେଳାଳି। ଓ୍ବିମ୍ବେଲଡନ ୧୯୬୮ରେ...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ଅଶ୍ୱିନ୍‌ ଆଉଟ୍‌ ହେବାପରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ୍‌,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍‌ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍‌ରେ...

ଟସ୍‌ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି

ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ...

୩୫୦ ବଲ୍‌ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ।...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମହିଳା କ୍ରିକେଟ ଖେଳାଳିଙ୍କୁ ରାହାନେଙ୍କ ଟିପ୍ସ
Next Post Next post:
ମୁସ୍‌ଫିକର, ବ୍ରାଇସ୍‌ ପ୍ଲେୟର ଅଫ୍‌ ଦି ମନ୍ଥ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts