E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରକ୍ତଦାନ କଲେ ତେନ୍ଦୁଲକର
7:31 amJune 15, 2021

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିବାପାଇଁ ଆଗଭର ହେବାଲାଗି ନାଗରିକମାନଙ୍କୁ ନିବେଦନ କରିଛନ୍ତି। ଆମ ସମସ୍ତଙ୍କ ପାଖରେ ଅନ୍ୟଜଣକ ଜୀବନ ବଞ୍ଚାଇପାରିବା ଭଳି ଶକ୍ତି ରହିଛି। ଆମେ ତାହାର ବିନିଯୋଗ କରିବା ଉଚିତ ବୋଲି ସେ ଟୁଇଟ୍‌ କରି କହିଛନ୍ତି। ତେନ୍ଦୁଲକର ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏଥିରେ ସେ କିଛିମାସ ତଳେ ଜଣେ ନିକଟ ସମ୍ପର୍କୀୟ କିପରି ରକ୍ତ ଦରକାର କରୁଥିଲେ, ତାହାର ବ୍ୟକ୍ତିଗତ ଅନୁଭୂତି ସେ ଏଥିରେ ବଖାଣିଛନ୍ତି। ଏହି ଘଟଣା ତାଙ୍କୁ ରକ୍ତଦାନ ପାଇଁ ଅନୁପ୍ରାଣିତ କରିଥିବା ତେନ୍ଦୁଲକର କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋରଙ୍କ ପରଲୋକ

ଭୁବନେଶ୍ୱର, ୨।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ କ୍ରୀଡ଼ା ଜଗତ ପାଇଁ ଆସିଛି ଆଉ ଏକ ଦୁଃଖ ଖବର। ପ୍ରତିଷ୍ଠିତ ଫୁଟ୍‌ବଲ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ...

ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍‌-ହ୍ବାଟ୍‌ ଲାଇଫ୍‌ ଆଣ୍ଡ କ୍ରିକେଟ ଟଟ୍‌ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ।...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ହେଲେ ମାଷ୍ଟର ବ୍ଲାଷ୍ଟର…

ନୂଆଦିଲ୍ଲୀ,୨୦।୬: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍‌ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍‌ମ୍ୟାନ୍‌ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...

ଟିମ୍‌ ଇଣ୍ଡିଆର ଅଧିନାୟକ ହେବାକୁ ଚାହୁଁଥିଲେ ଏହି ମହାନ ଖେଳାଳି

ନୂଆଦିଲ୍ଲୀ, ୧୦।୬: ଦୁଇ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ ଯୁବରାଜ ସିଂ (ଯୁବି)। ଅନେକ ଥର ମ୍ୟାଚ୍‌ ବିଜୟୀ...

ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ

ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍‌ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍‌, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍‌ ବିଜେତା...

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ...

ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍‌ ପକାଇଥିଲେ। ଅବଶ୍ୟ...

ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା

ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏଥି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଳବିକା ଜିତିଲେ ଟାଇଟଲ
Next Post Next post:
ଧରିତ୍ରୀ କାର୍ଟୁନ୍‍

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts