E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌
8:50 amJune 15, 2021

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର ମୃତ୍ୟୁ ହୋଇଛି। ୭୬ ଦିନ ପରେ ଦେଶରେ ଏହା ସବୁଠୁ କମ୍‌ କରୋନା ସଂକ୍ରମଣ ସଂଖ୍ୟା। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୯୫,୧୦,୪୧୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୮୧,୬୨,୯୪୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯ଲକ୍ଷ ୭୩ ହଜାର ୧୫୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩,୭୪,୩୦୫କୁ ବୃଦ୍ଧି ପାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଇଟାଲୀ ମରିନ୍‌ଙ୍କ ବିରୋଧରେ ମାମଲା ବନ୍ଦ

ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍‌)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି।...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

ଏଠି ମାରିବି ଶ୍ମଶାନରେ ପଡ଼ିବ

କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ...

ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅନ୍‌ଲକ୍‌ ଅଙ୍କକଷା
Next Post Next post:
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts