E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
9:18 amJune 15, 2021

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ ପାଲଟିଛି ବାପଛେଉଣ୍ଡ। ଅନ୍ୟ କେଉଁଠି ମା’ ବାପା ଦୁଇ ଜଣଙ୍କୁ ହରାଇ ପିଲାମାନେ ପାଲଟିଛନ୍ତି ଅନାଥ। ଏଭଳି ମା’ ବାପାଙ୍କୁ ହରାଇଥିବା ୭ ବର୍ଷର ଝିଅ ହେଉଛନ୍ତି କ୍ରିଷ୍ଣା। ତାଙ୍କ ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନିମାତ୍‌ପୁର ଗାଁରେ। ନିଜେ ମା’ କୋଳରେ ବସି ଗେହ୍ଲା ହେବା ବୟସରେ ତାଙ୍କ କାନ୍ଧରେ ଏବେ ଦେଢମାସର ଭାଇର ଦାୟିତ୍ୱ। ଭାଇକୁ ଖୁଆଇବାଠାରୁ ଆରମ୍ଭ କରି ଦୋଳି କରି ଝୁଲାଇବା ପର୍ଯ୍ୟନ୍ତ ସେ ସବୁକିଛି କରୁଛନ୍ତି। ଦୁଇ ପିଲାଙ୍କ ଭବିଷ୍ୟତ ନେଇ ସ୍ଥାନୀୟ ବାସିନ୍ଦା ଏବେ ଚିନ୍ତାରେ।
କମଳେଶ ପଣ୍ଡା (୩୬) ଓ ତାଙ୍କ ସ୍ତ୍ରୀ ସ୍ମିତା (୨୮)ଙ୍କ ଅକାଳ ମୃତ୍ୟୁ ହେବା ପରେ କ୍ରିଷ୍ଣା ଓ ଦେଢମାସର ଭାଇ ଏବେ ସ୍ନେହ ମମତାକୁ ଝୁରି ହେଉଛନ୍ତି। ଅନ୍ୟକୁ ଦେଖିଲେ କ୍ରିଷ୍ଣା ଆଖି ଛଳ ଛଳ କରି ଲୁହ ଗଡାଉଛି। ଦେଢ଼ମାସର ଭାଇ କ୍ଷୀର ପାଇଁ କାନ୍ଦୁଥିବା ବେଳେ ସେ ତା’ ଭାଇ ପାଇଁ ବଡ଼ମା’ ଓ ବଡ଼ବାପାଙ୍କଠାରୁ ଗାଈ କ୍ଷୀର ଆଣି ଖୁଆଉଛି। ଭାଇକୁ କାନ୍ଧରେ ପକାଇ ନାନା ବାୟା ଗୀତ ଗାଇ ଶୁଣାଉଛି। ବଡ଼ମା’ ଓ ବଡ଼ବାପାଙ୍କ ପାଖରେ ରହୁଥିଲେ ମଧ୍ୟ ମା’ବାପାଙ୍କ କଥା ମନେ ପକାଇ ଗୁମୁରି ଗୁମୁରି କାନ୍ଦୁଛି। ବଡ଼ମା’ ଓ ବଡ଼ବାପା ଅଭାବ ଅନାଟନ ମଧ୍ୟରେ ଦିନ କାଟୁଥିବା ବେଳେ କ୍ରିଷ୍ଣା ପାଠ ପଢ଼ିବାକୁ ଇଚ୍ଛା ପ୍ରକାଶ କରିଛି। ନିଜେ ପାଠ ପଢ଼ି ଭାଇକୁ ପାଠ ପଢ଼ାଇବ ବୋଲି ସେ କାନ୍ଦି କାନ୍ଦି କହୁଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ...

ନିଜ ଦରମାରୁ ରନ୍ଧାଖାଦ୍ୟ ଦେଉଛନ୍ତି କୃଷ୍ଣଚନ୍ଦ୍ର

ଭୁବନେଶ୍ୱର,୭ା୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ଓଡ଼ିଶା, ଭାରତ ସମେତ ସମଗ୍ର ବିଶ୍ୱ ଫସି ରହିଛି। ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇ ଭୋକରେ ରହୁଥିବାବେଳେ ଏଭଳି...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍‌ ମାଡ଼ ଧମକ

ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ...

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି...

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା...

ରାଜ୍ୟରେ ୟୁଜି-ପିଜି ଫାଇନାଲ ପରୀକ୍ଷା ହେବ; ଘରେ ରହି ଛାତ୍ରୀଛାତ୍ର ଦେଇପାରିବେ…

ଭୁବନେଶ୍ୱର,୧୮।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ବୋର୍ଡ ଏବଂ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା। ଏବେ ୟୁଜି ଏବଂ ପିଜି ପରୀକ୍ଷା ନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
Next Post Next post:
ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts