ରୂପସା,୧୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ହଳଦୀପଦା ବାଇପାସଠାରେ ମଙ୍ଗଳବାର ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟିପଡିଛି । ଫଳରେ କାର ଡ୍ରାଇଭର ଓ ମାଲିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଆଡ଼ୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା କାର ନମ୍ବର (ଓଡି୦୨ବିଜି୦୬୬୪) ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ଯାଇଥିଲା । ବସ୍ତା ଥାନା ପୋଲିସ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ ଜାରିରଖିଛି । ଡ୍ରାଇଭର ଓ କାର ମାଲିକଙ୍କ ଘର ପଶ୍ଚିମବଙ୍ଗ ପାଞ୍ଚକୁଡା ଖମାରିଆ ଅଞ୍ଚଳର ବୋଲି ଜଣାପଡିଛି ।
Posted inଆମ ଜିଲା ଖବର, ବାଲେଶ୍ୱର View All
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା।...
ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...
ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ
ଅନୁଗୋଳ ଅଫିସ, ୨ା୬ – କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...
ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା...
ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ
ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ...
ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ
ଛତ୍ରପୁର,୧୧।୬(ଡି.ଏନ୍.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି...
ବେଦାନ୍ତ ପାଉଁଶ ଡମ୍ପିଂ ବିରୋଧରେ ମହିଳା ଏକାଠି
ଝାରସୁଗୁଡ଼ା ଅଫିସ,୧୬ା୬: ଝାରସୁଗୁଡ଼ା ଭୁର୍କାମୁଣ୍ଡାଠାରେ ଥିବା ବେଦାନ୍ତ କମ୍ପାନୀର ପାଉଁଶ ଡମ୍ପିଂ ଜିଲାବାସୀଙ୍କୁ ଅତିଷ୍ଠ କରିଛି। ପରିସ୍ଥିତି ଏପରି ହୋଇଛି ଯେ ଏହା ବିରୋଧରେ ଝାରସୁଗୁଡ଼ା...


