E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ
10:57 amJune 15, 2021

ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅମ୍ଳଜାନ ଅଭାବରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଏପରି ପରିସ୍ଥିତିରେ ପୁଣେର ଏକ କମ୍ପାନୀ ଏକ ସ୍ବତନ୍ତ୍ର ପ୍ରକାରର ମାସ୍କ ପ୍ରସ୍ତୁତ କରିଛି। ଏହି ମାସ୍କ ୩ଡି ପ୍ରିଣ୍ଟିଂ ଏବଂ ଔଷଧର ମିଶ୍ରଣରୁ ନିର୍ମିତ କରାଯାଇଛି। ଯାହା ସଂସ୍ପର୍ଶରେ ଆସୁଥିବା ଭୂତାଣୁକୁ ନିଷ୍କ୍ରିୟ କରିଥାଏ। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗ ସୂଚନା ଦେଇଛି ଯେ ଥିଙ୍କର୍‌ ଟେକ୍ନୋଲୋଜି ଇଣ୍ଡିଆ ପିଭି ଲିମିଟେଡ (Thincr Technologies India Private Limited) ଦ୍ୱାରା ବିକଶିତ ଏହି ମାସ୍କରେ ଆଣ୍ଟି-ଭାଇରାଲ ଏଜେଣ୍ଟର ଆବରଣ ରହିଛି। ଏକ ପରୀକ୍ଷଣରୁ ଜଣାପଡିଛି ଯେ, ଏହି ଆବରଣ SARS-CoV 2କୁ ନିଷ୍କ୍ରିୟ କରିଥାଏ। ବିଭାଗ କହିଛି ଯେ ଏହି ଆବରଣରେ ସୋଡିୟମ ଓଲେଫିନ ସଲଫୋନେଟ୍‌ ଆଧାରିତ ମିଶ୍ରଣ ବ୍ୟବହାର କରାଯାଇଛି। ଯେତେବେଳେ ଏହି ଆବରଣ ସଂସ୍ପର୍ଶରେ କରୋନା ଭୂତାଣୁ ଆସେ, ତାହାର ବାହାର ଝିଲ୍ଲୀ ନଷ୍ଟ ହୋଇଯାଏ।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି।...

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ,୩।୬: କରୋନା ଭାଇରସ୍‌ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା...

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
Next Post Next post:
ଭାରତ ପାଖରେ କମ୍‌ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts