E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
11:36 amJune 15, 2021

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ଶତାଧିକ ଲୋକଙ୍କ ଉପସ୍ଥିତରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସେନା ତରଫରୁ ତୋପ ସଲାମୀ ଦିଆ ଯାଇଥିଲା । ରବିବାର ଶ୍ରୀନଗରଠାରେ କାର୍ଯ୍ୟରତ ଅବସ୍ଥାରେ ହୃଦଘାତରେ ସଞ୍ଜୟଙ୍କ ମୃତ୍ୟୁ ଘଟିଥିଲା ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, କନ୍ଧମାଳ, ରାଜ୍ୟ View All

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

କ୍ୟାନ୍‌ସର ରୋଗୀଙ୍କୁ ମିଳୁନି କେମୋଥେରାପି

ବରଗଡ଼ ଅଫିସ୍‌,୨୧।୬: ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସ୍ଥାନୀୟ କ୍ୟାନ୍‌ସର ରୋଗୀଙ୍କୁ ମିଳୁଥିବା କେମୋଥେରାପି ଚିକିତ୍ସା ଏବେ ବନ୍ଦ ରହିଛି। ଫଳରେ ଜନସାଧାରଣରେ ପୁଣି ଅସନ୍ତୋଷ...

ନିର୍ବାଚନ ଢାଞ୍ଚାରେ ହେବ କୋଭିଡ୍‌ ଟିକାକରଣ: ବୟସ୍କ, ଦିବ୍ୟାଙ୍ଗ ପାଇଁ ଗାଡ଼ି ସୁବିଧା

ଛତ୍ରପୁର,୪।୬(ଡି.ଏନ୍‌.ଏ.): କରୋନାର ଦ୍ବିତୀୟ ଲହର ପ୍ରତିହତ କରିବା ନିମନ୍ତେ ଟିକାକରଣ ଏକାନ୍ତ ଅପରିହାର୍ଯ୍ୟ। ମୋବାଇଲ ଟିମ୍‌ ଗଠନ କରି ଦୁର୍ଗମ ପାହାଡ଼ିଆ ଅଞ୍ଚଳ, ସହରାଞ୍ଚଳ ଓ...

ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ...

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲୁଟିସି ଫାଇନାଲ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା
Next Post Next post:
ରିତିକାଙ୍କ ସହ ପ୍ରଥମ ସାକ୍ଷାତବେଳେ ରୋହିତ ଶର୍ମାଙ୍କୁ ମିଳିଥିଲା ଚେତାବନୀ: ଜାଣନ୍ତୁ କିଏ ଦେଇଥିଲେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts