କୋଲକାତା,୧୫।୬: ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆ କୋଚ୍ ଭାବେ ମିଷ୍ଟର ଡିପେଣ୍ଡବୁଲ୍ ରାହୁଲ ଦ୍ରାବିଡ୍ଙ୍କୁ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ସୂଚନା ଦେଇଛନ୍ତି। ଶ୍ରୀଲଙ୍କା ଗସ୍ତକ୍ରମ ପାଇଁ କୋଚ୍ ଭାବେ ପୂର୍ବତନ ଟିମ୍ ଇଣ୍ଡିଆର ଅଧିନାୟକ ଦ୍ରାବିଡ଼ଙ୍କ ନାମକୁ ନେଇ ଚର୍ଚ୍ଚା ହେଉଥିଲା। ତେବେ ଗାଙ୍ଗୁଲୀ ଏସମ୍ପର୍କରେ ସୂଚନା ଦେଇ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି। ଶ୍ରୀଲଙ୍କା ଗସ୍ତରେ ଟିମ୍ ଇଣ୍ଡିଆର ଅଧିନାୟକ ଦାୟିତ୍ୱ ଶେଖର ଧାଓ୍ବନ ସମ୍ଭାଳିବେ। ସେହିପରି ଉପ ଅଧିନାୟକ ଭାବେ ଭୁବନେଶ୍ୱର କୁମାର କାର୍ଯ୍ୟ କରିବେ। ଭାରତୀୟ ଟିମ୍ ଶ୍ରୀଲଙ୍କା ସହିତ ୩ଟି ଏକ ଦିବସୀୟ ଏବଂ ୩ଟି ଟି-୨୦ ମ୍ୟାଚ୍ ଖେଳିବ। ୧୩ ଜୁଲାଇରୁ ମ୍ୟାଚ୍ ଖେଳିବ। ସମସ୍ତ ମ୍ୟାଚ୍ କଲୋମ୍ବୋର ଆର୍.ପ୍ରେମାଦାସା ଷ୍ଟାଡ଼ିୟମ୍ରେ ଖେଳାଯିବ।
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍...
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...
ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫
ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍ ଆକର୍ଷଣୀୟ ୮୫ରନ...
ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍
ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...
୨୦୧୧ ବିଶ୍ୱକପ୍ ହିରୋଙ୍କ ସନ୍ୟାସ
ଡବଲିନ,୧୮ା୬: ଭାରତରେ ଖେଳାଯାଇଥିବା ୨୦୧୧ ବିଶ୍ୱକପ୍ର ଏକ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍ରେ ଆୟର୍ଲାଣ୍ଡ ଆଗରେ ୩୨୮ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିଥିଲା ଇଂଲଣ୍ଡ। ବଡ଼...
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍ ଓ୍ବିଲିୟମସନ୍ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର...
ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…
ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?
ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଲୋକପ୍ରିୟ ଟେଲିଭିଜନ ଉଦ୍ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...


