ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଛତ୍ରପୁରର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁ ନ ଥିବା ବେଳେ ଏହା ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଛତ୍ରପୁରରେ ୪୦ କରୋନା ଆକ୍ଟିଭ ମାମଲା ରହିଛି। ସେଥିମଧ୍ୟରୁ ଏନ୍ଏସିରେ ୧୯ ଓ ଗ୍ରାମାଞ୍ଚଳରେ ୨୧ଜଣ ଥିବା ଜଣାପଡ଼ିଛି। ତେବେ ଛତ୍ରପୁର ଏନ୍ଏସିରେ ଥିବା ୧୪ ୱାର୍ଡ ମଧ୍ୟରୁ ୬ଟି ୱାର୍ଡ ଓ ବ୍ଲକର ୧୬ଟି ଗାଁ ଏବେ ରେଡ ଜୋନ୍ରେ ରହିଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ...
ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ
ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ...
ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ...
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍...
ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ
ଛତ୍ରପୁର,୨୩।୬(ଡି.ଏନ୍.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍...
ନିଜକୁ ଇଞ୍ଜିନିୟର କହୁଥିଲେ: ମିଛ ଧରାପଡିବା ପରେ ଦେଲେ ଏସିଡ୍ ମାଡ଼ ଧମକ
ଭଦ୍ରକ ଅଫିସ,୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବରପଦା ପଖିଆଗୁଡ଼ି ଅଞ୍ଚଳର ଜଣେ ଯୁବତୀଙ୍କୁ ଚାରିଡିହା ଗ୍ରାମର ଜଣେ ଯୁବକ ବିବାହ କରିବାକୁ ବାଧ୍ୟ କରୁଛନ୍ତି। ତାଙ୍କୁ...


