E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…
5:12 pmJune 15, 2021

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ ତାଙ୍କ ସମର୍ଥକମାନେ ପାଟନା ସ୍ଥିତ ଏଲ୍‌ଜେପି କାର୍ଯ୍ୟାଳୟରେ ହଙ୍ଗାମା କରିଥିବା ଜଣାପଡ଼ିଛି। ଅନ୍ୟପଟେ ଏହି ବୈଠକ ପୂର୍ବରୁ ଚିରାଗ କକା ପଶୁପତି ପାରସଙ୍କ ନାଁରେ ଏକ ଭାବପ୍ରବଣ ଟୁଇଟ କରିଥିଲେ। ଯେଉଁଥିରେ ଚିରାଗ ଲେଖିଛନ୍ତି, ବାପା ରାମବିଳାସ ପାସଓ୍ବାନ ଗଢ଼ିଥିବା ଏହି ଦଳ ଓ ପରିବାରକୁ ଏକାଠି ରଖିବାର ଉଦ୍ୟମରେ ସେ ବିଫଳ ହୋଇଛନ୍ତି। ଦଳ ମା’ ପରି ଆଉ ମା’ ସହ ବେଇମାନି କରିବା ଉଚିତ୍‌ ନୁହେଁ। ଗଣତନ୍ତ୍ରରେ ଜନତା ସର୍ବୋପରି। ତେବେ ଦଳ ଉପରେ ନିଜର ଆସ୍ଥା ରଖିଥିବା ଲୋକଙ୍କୁ ଚିରାଗ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ଏକ ଚିଠି ଶେୟାର କରିଛନ୍ତି।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍‌ଏସ୍‌ ନେତା

କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍‌ ସହ ଲଢ଼ୁଛନ୍ତି ଯୁଦ୍ଧ

ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି।...

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର...

୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର...

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମାଧୁରୀଙ୍କ ସହ ସମ୍ପର୍କକୁ ଗୁଜବ ବୋଲି କହିଥିଲେ ସଞ୍ଜୁବାବା, ହେଲେ ଏହି କାରଣରୁ ମାଗିଥିଲେ କ୍ଷମା
Next Post Next post:
ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts