E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର
5:47 pmJune 15, 2021

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ।

ମୋ ମତରେ ପ୍ରତ୍ୟେକ ଓପନରଙ୍କ ପାଇଁ ଅଫ୍‌ ଷ୍ଟମ୍ପ କେଉଁଠାରେ ଜାଣିବା ନିହାତି ଦରକାର। ଇନିଂସ ଓପନ କରିବା ପରଠୁ ରୋହିତ ଶୃଙ୍ଖଳିତ ପ୍ରଦର୍ଶନ କରୁଛନ୍ତି। ଅଫ୍‌ ଷ୍ଟମ୍ପ କେଉଁଠାରେ ତାଙ୍କୁ ଜଣା। ୟୁକେରେ ସେଭଳି ଖେଳିଲେ ରୋହିତ ସଫଳ ହେବେ। ସେ ଭାରତୀୟ ଦଳ ପାଇଁ ଜଣେ ମ୍ୟାଚ୍‌ ଓ୍ବିନର। ଅଫ୍‌ ଷ୍ଟମ୍ପ କେଉଁ ଠାରେ ଜାଣିବା ପରେ ହିଁ ଜଣେ ବ୍ୟାଟ୍ସମ୍ୟାନ ବାହାର ବଲକୁ ଛାଡ଼ିପାରିବ। ଏହା ଉପରେ ରୋହିତଙ୍କୁ ଗୁରୁତ୍ୱ ଦେବା ଦରକାର। ବୋଲ୍ଟ ତାଙ୍କୁ ଚ୍ୟାଲେଞ୍ଜ କରିପାରିବେ। କାରଣ ଅଫ୍‌ ଷ୍ଟମ୍ପ ବାହାରୁ ବଲକୁ ଭିତରକୁ ଆଣିବାରେ ସେ ସିଧହସ୍ତ। ଏଣୁ ଏହି ବାମହାତୀ ପେସରଙ୍କୁ ଖେଳିଲା ବେଳେ ରୋହିତ ବାମ ଗୋଡ଼ ଉଠାଇପାରିବେ ନାହିଁ। ଏହି ଦୁଇଟି କଥା ଉପରେ ରୋହିତଙ୍କୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ଲକ୍ଷ୍ମଣ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ଲଣ୍ଡନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଶୁକ୍ରବାର ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ୟୁକେ ଟୁର୍‌ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି

ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍‌ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି...

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି...

ମିଷ୍ଟର ଡିପେଣ୍ଡବୁଲ୍‌ ଟିମ୍‌ ଇଣ୍ଟିଆ କୋଚ୍‌: ସୂଚନା ଦେଲେ ଗାଙ୍ଗୁଲୀ…

କୋଲକାତା,୧୫।୬: ଟିମ୍‌ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ। ଏନେଇ ବିବିସିଆଇ ପକ୍ଷରୁ ଟିମ୍‌ ଇଣ୍ଡିଆ କୋଚ୍‌ ଭାବେ ମିଷ୍ଟର ଡିପେଣ୍ଡବୁଲ୍‌ ରାହୁଲ ଦ୍ରାବିଡ୍‌ଙ୍କୁ ନିଯୁକ୍ତ କରାଯାଇଛି।...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

ସହାୟ ହେଉନି ଭାଗ୍ୟ

ସାଉଥାମ୍ପଟନ,୨୦।୬: ନ୍ୟୁଜିଲାଣ୍ଡର ବୋଲରଙ୍କ ସାମ୍ନାରେ ତାସ ଘର ଭଳି ଭୁଷୁଡ଼ି ପଡ଼ିଲା ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ। ମାତ୍ର ୨୧୭ ରନ୍‌ରେ ସୀମିତ ରହିଥିଲା...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ: ନାଡାଲ, ସିତ୍‌ସିପାସ, ଜେଭରେଭ ସେମିଫାଇନାଲରେ

ପ୍ୟାରିସ, ୧୦।୬- ସ୍ପେନ୍‌ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍‌ର ଷ୍ଟିଫାନୋସ ସିତ୍‌ସିପାସ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି।...

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’
Next Post Next post:
ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts