E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…
5:19 pmJune 15, 2021

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଏକ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ଶିଖର ଧାଓ୍ବନଙ୍କ ଅଧିନାୟକତ୍ୱରେ ଅନ୍ୟ ଦଳ ଶ୍ରୀଲଙ୍କା ଗସ୍ତରେ ଏକ ସୀମିତ ଓଭର ସିରିଜ ଖେଳିବ। ଏସବୁ ମଧ୍ୟରେ ପୂର୍ବତନ ଭାରତୀୟ ମୁଖ୍ୟ ଚୟନକର୍ତ୍ତା ଏମ୍‌ଏସ୍‌କେ ପ୍ରସାଦ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି।

ଏକ ସାକ୍ଷାତକାରରେ ଏମ୍‌ଏସ୍‌କେ ପ୍ରସାଦ କହିଛନ୍ତି, ତାଙ୍କ କାର୍ଯ୍ୟକାଳ ମଧ୍ୟରେ ସମାଲୋଚନାର ଶିକାର ହୋଇଥିଲେ ହେଁ ସେହି ସମୟରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ଦେବା ବର୍ତ୍ତମାନ ଟିମ୍‌ ଇଣ୍ଡିଆ ପାଇଁ ସହାୟକ ହେଉଛି। ଏହାଛଡ଼ା ଭାରତର ଦୁଇଟି ଟିମ୍‌କୁ ନେଇ ସେ ପ୍ରତିକ୍ରିୟା ରଖି ସେ କହିଥିଲେ, ଏହା ଅତ୍ୟନ୍ତ ଖୁସିର ବିଷୟ। ଯେତେବେଳେ ମୁଁ ଯୁବ ଖେଳାଳିଙ୍କୁ ସୁଯୋଗ ଦେଉଥିଲି, ସେତେବେଳେ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। ସମସ୍ତେ ଚୟନକର୍ତ୍ତାଙ୍କ କୌଣସି ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଭାରତୀୟ ଦଳର କ୍ୟାପ୍‌(ଡେବ୍ୟୁ କ୍ୟାପ୍‌) ବଣ୍ଟନ କରାଯାଉଛି ବୋଲି କହୁଥିଲେ। ଏବେ ସେହି ସମାନ ଲୋକ ଓଲଟା କଥା କହୁଛନ୍ତି। ଆମେ ପ୍ରତ୍ୟେକ ଖେଳାଳିଙ୍କ ପଛରେ ତିନି-ତିନି, ଚାରି-ଚାରି ଖେଳାଳିଙ୍କୁ ରଖୁଥିଲୁ। ତାହା ଆମର କର୍ତ୍ତବ୍ୟ ଥିଲା। ଆମେ ତାହା ପୂରଣ କରିଛୁ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...

ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍‌ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ...

ଲିସ୍‌ବନରେ ପହଞ୍ଚତ୍ଲେ ନୀରଜ

ନୂଆଦିଲ୍ଲୀ, ୮ା୬ (ପି.ଟି.)- ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ପର୍ତ୍ତୁଗାଲରେ ପହଞ୍ଚତ୍ଛନ୍ତି। ଜୁନ୍‌ ୧୦ରେ ଲିସ୍‌ବନରେ...

ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୭।୬: ୟୁକେର ସାଉଥାମ୍ପଟଠାରେ ଶୁକ୍ରବାରଠାରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ...

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ।...

ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍‌ ୨୦୨୧ର ଅବଶିଷ୍ଟ ମ୍ୟାଚ୍‌

ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ।...

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍‌

ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍‌ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…
Next Post Next post:
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts