E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’
5:42 pmJune 15, 2021

ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍‌ ବୋଲର୍‌ ଅନ୍ୟତମ। ଏହାଛଡ଼ା ଦ୍ରୁତ ବୋଲର୍‌ ନବୀନ-ଉଲ୍‌-ହକ ମଧ୍ୟ ଆଫଗାନିସ୍ତାନର ଜଣେ ଉଦୀୟମାନ ଖେଳାଳି। ସେ ଟପ୍‌ ଟି-୨୦ ଲିଗ୍‌ରେ ଭଲ ପ୍ରଦର୍ଶନ କରି ନିଜକୁ ପ୍ରମାଣିତ କରିଛନ୍ତି। ତେବେ ନବୀନଙ୍କ ଅନ୍ୟ ଏକ ସ୍ବପ୍ନ ଅଛି ଯାହା ସେ ଭବିଷ୍ୟତରେ ପୂରଣ କରିବାକୁ ଚାହୁଁଛନ୍ତି। ସେ ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ଏମ୍‌ଏସ୍‌ ଧୋନୀଙ୍କ ଅଧୀନରେ ଖେଳିବାକୁ ଇଚ୍ଛା ରଖିଛନ୍ତି।

ଯଦି ସୁଯୋଗ ମିଳେ ତେବେ କେଉଁ ଦଳ ପକ୍ଷରୁ ଆଇପିଏଲ୍‌ ଖେଳିବାକୁ ଚାହିଁବ ବୋଲି ଆଫଗାନିସ୍ତାନ କ୍ରିକେଟରଙ୍କୁ ଏକ ସାକ୍ଷାତକାରରେ ପଚରାଯାଇଥିଲା। ଏହାର ଜବାବରେ ସେ କହିଛନ୍ତି, ଆଇପିଏଲ୍‌ ଖେଳିବା ପ୍ରତ୍ୟେକ କ୍ରିକେଟରଙ୍କ ସ୍ବପ୍ନ। ମୋର ସ୍ବପ୍ନ ହେଉଛି ଧୋନୀଙ୍କ ଅଧୀନରେ ଖେଳିବା। ଯଦି ସେ ଆଇପିଏଲ୍‌ରେ ନାହାନ୍ତି ତେବେ ଲିଗ୍‌ ଖେଳିବାକୁ ଆଗ୍ରହ ଫିପ୍ଟି-ଫିପ୍ଟି ହୋଇଯିବ। ଧୋନୀଙ୍କୁ ପିଲାଦିନରୁ ଦେଖିଛି, ତାଙ୍କ ବିପକ୍ଷରେ କିମ୍ବା ତାଙ୍କ ସହ ଖେଳିବା ମୋର ସ୍ବପ୍ନ ଥିଲା। ଏବେ ଯାଏ ମୋତେ ସୁଯୋଗ ମିଳିନାହିଁ। ହେଲେ ଆଶା କରୁଛି, ଧୋନୀ ଆଇପିଏଲ୍‌ରେ ଖେଳିବା ଜାରି ରଖିବେ। ମୁଁ ତାଙ୍କ ଅଧୀନରେ ଖେଳିବାର ସୁଯୋଗ ପାଇବି ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ୟୁରୋକପ୍‌ ଫୁଟ୍‌ବଲ: ଚେକ୍‌ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ

ଲଣ୍ଡନ,୨୪।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍‌ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍‌ ଗଣରାଜ୍ୟକୁ ପରାସ୍ତ...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

ନିର୍ଣ୍ଣାୟକ ଦିନରେ ଫାଇନାଲ; ଫଳାଫଳ ସମ୍ଭାବନା କମ୍‌

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ ନିର୍ଣ୍ଣାୟକ ଦିନରେ ପ୍ରବେଶ କରିଛି। କିନ୍ତୁ ମ୍ୟାଚ୍‌ର ଫଳାଫଳ ତଥା ବିଜେତା ମିଳିବାର ସମ୍ଭାବନା...

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ...

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌...

ଲେକ୍‌ରେକ୍‌ଙ୍କୁ ପୋଲ୍‌ ପୋଜିଶନ

ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍‌ରେ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଫଳରେ...

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ
Next Post Next post:
ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts