E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି
6:06 pmJune 15, 2021

ନୂଆଦିଲ୍ଲୀ,୧୫।୬: ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ ସ୍ପିନର ଭାବେ ଗଣାଯାଉଥିବା ଅଶ୍ୱିନ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଏକଦା ବ୍ୟାନ ହୋଇଥାନ୍ତେ। କିନ୍ତୁ ତାଙ୍କୁ ବ୍ୟାନ ହେବାରୁ ବଞ୍ଚାଇବା ପାଇଁ ୬ ମାସ ଧରି ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ରଖିଥିଲା ବିସିସିଆଇ। ଏଭଳି ଅଭିଯୋଗ ଆଣିଛନ୍ତି ପାକିସ୍ତାନର ପୂର୍ବତନ ସ୍ପିନର ସଇଦ ଅଜମଲ।

ଉଲ୍ଲେଖଯୋଗ୍ୟ, ଅଜମଲ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଆଇସିସି ପକ୍ଷରୁ ବ୍ୟାନ ହୋଇଥିଲେ। ହାତକୁ ୧୫ ଡିଗ୍ରୀ ବେଣ୍ଡ କରି ସ୍ପିନରଙ୍କୁ ବୋଲିଂ କରିବାକୁ ପଡ଼େ। ଆଇସିସିର ଏହି ନିୟମକୁ ଅଜମଲ ଦୁସରା ବଲ ପକାଇଲାବେଳେ ଭଙ୍ଗ କରୁଥିଲେ।

”ମୁଁ ୮ ବର୍ଷ ଧରି କ୍ରିକେଟ ଖେଳୁଥିଲି। ହଠାତ୍‌ କାହାକୁ କିଛି ନ ପଚାରି ନିୟମରେ ପରିବର୍ତ୍ତନ କରିଦେଲେ। ନିୟମ କେବଳ ମୋ ପାଇଁ ଥିଲା। ସେହି ସମୟରେ ଅଶ୍ୱିନ ପ୍ରାୟ ୬ ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଦୂରେଇ ରହିଥିଲେ। ଏହାର କାରଣ ତୁମେ ତୁମ ବୋଲରଙ୍କ ଉପରେ କାମ କରିପାରିବ। ଯାହା ଫଳରେ ସେ ବ୍ୟାନ ହେବାରୁ ବଞ୍ଚିତ ହୋଇପାରିବେ। ଜଣେ ପାକିସ୍ତାନ ବୋଲର ବାସନ୍ଦ ହେଲେ, ତାଙ୍କ ଉପରେ ଫରକ ପଡ଼ୁନାହିଁ। ସେମାନେ କେବଳ ଟଙ୍କା ବିଷୟରେ ଚିନ୍ତା କରନ୍ତି “ ବୋଲି ଅଜମଲ ଏକ ୟୁଟ୍ୟୁବ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଛନ୍ତି। ତେବେ ଦୁସରା ବୋଲିଂ ପାଇଁ ୧୫ ଡିଗ୍ରୀ ନିୟମରେ କୋହଳ ଲାଗି ଆଇସିସିକୁ ଅଶ୍ୱିନ ଅନୁରୋଧ କରିଥିବା କିଛି ରିପୋର୍ଟରେ ପ୍ରକାଶ ପାଇଥିଲା। ନିକଟରେ ଏକ ଟୁଇଟ୍‌ ଯୋଗେ ଏହାକୁ ଖଣ୍ଡନ କରିଥିଲେ ଅଶ୍ୱିନ। ମାତ୍ର ୭୮ ଟେଷ୍ଟ ଖେଳିଥିବା ତାମିଲନାଡୁ ସ୍ପିନରଙ୍କ ନାମରେ ଅଛି ୪୦୯ ଉଇକେଟ। ଏଥିରେ ସାମିଲ ଅଛି ୩୦ଟି ୫ ଉଇକେଟ ଓ ୭ଟି ୧୦ ଉଇକେଟ ସଫଳତା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

ହାଲେ (ଜର୍ମାନୀ), ୧୭।୬(ପି.ଟି.)- ଭାରତର ରୋହନ ବୋପାନ୍ନା ଓ ଡିଭିଜ ଶରନ ଯୋଡ଼ି ଏଠାରେ ଚାଲିଥିବା ନୋଭେଣ୍ଟି ଓପନ ଟେନିସ ଟୁର୍ନାମେଣ୍ଟରେ ଦ୍ୱିତୀୟ ସିଡ୍‌ ଲୁକାଜ...

ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୦।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଦ୍ୱିତୀୟ ଦିନ ସୁଦ୍ଧା ସୁବିଧାଜନକ ସ୍ଥିତିରେ ଥିବା ଟିମ୍‌ ଇଣ୍ଡିଆକୁ ବ୍ୟାକ୍‌ଫୁଟକୁ ଠେଲି ଦେଇଛି ନ୍ୟୁଜିଲାଣ୍ଡ।...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି...

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ଏହି ଖେଳାଳିଙ୍କ ଉପରେ ଲାଗିଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇଲା ବିସିସିଆଇ; ପୁଣି ଖେଳି ପାରିବେ…

ମୁମ୍ବାଇ,୧୬।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଙ୍କିତ ଚାଭାନଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇବାକୁ ନିଷ୍ପତ୍ତି ନେଇଛି। ଏଣୁ ମୁମ୍ବାଇର ଏହି ସ୍ପିନର ଏବେ...

ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…

ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍‌ର ଘୋଷଣା କରାଯାଇଥିଲା। ଅନେକ ଯୁବ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’
Next Post Next post:
ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts