E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଆଉ ଥରେ ପରଦାକୁ ଆସିବ ‘ପବିତ୍ର ରିସ୍ତା’: ଅଙ୍କିତାଙ୍କ ସହ ମାନବ ଭୂମିକାରେ ନଜର ଆସିବେ ଏହି ଲୋକପ୍ରିୟ ଅଭିନେତା
8:17 pmJune 15, 2021

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ କ୍ୟାରିୟର ବଦଳାଇ ଦେଇଥିଲା ଟେଲି ଧାରାବାହିକ ‘ପବିତ୍ର ରିସ୍ତା’। ତାଙ୍କ ମୃତ୍ୟୁ ପରେ ଓଟିଟି ପ୍ଲାଟଫର୍ମରେ ଏହି ଧାରାବାହିକ ପୁଣି ଥରେ ଦେଖିବାକୁ ପାଇବେ ଦର୍ଶକ। ସେ ବି ନୂଆ ରୂପରେ। ନୂଆ ଅଭିନେତାଙ୍କ ସହ। ଧାରାବାହିକର ଦ୍ୱିତୀୟ ଭାଗରେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ପୁଣିଥରେ ଅର୍ଚ୍ଚନା ଭୂମିକାରେ ନଜର ଆସିବେ। ସେହିଭଳି ସୁଶାନ୍ତଙ୍କ ଭୂମିକାରେ ନଜର ଆସିପାରନ୍ତି ଅଭିନେତା ଶାହିର ଶେଖ। ଯଦି ଏଭଳି ହୁଏ ତେବେ ପବିତ୍ର ରିସ୍ତା ୨.୦ରେ ଶାହିର ମାନବ ଦେଶମୁଖ ଭୂମିକା ତୁଲାଇବେ।

ଶାହିର ପୂର୍ବରୁ ‘କୁଛ ରଙ୍ଗ ପ୍ୟାର୍‌ କେ ଐସେ ଭି’, ‘ୟେ ରିସ୍ତେ ହୈ ପ୍ୟାର୍‌ କେ, ମହାଭାରତ’ରେ ନଜର ଆସିଛନ୍ତି। ତାଙ୍କ ପୂର୍ବରୁ ଅଭିନେତା ହର୍ଷଦ ଚୋପ୍ରାଙ୍କୁ ମାନବଙ୍କ ଭୂମିକା ପାଇଁ କୁହାଯାଇଥିଲା। ହେଲେ ଏବେ ଶାହିଦଙ୍କୁ ବଛାଯାଇଥିବା ନେଇ ଚର୍ଚ୍ଚା ହେଉଛି।

୨୦୦୯ରେ ଜି ଟିଭିରେ ପ୍ରସାରିତ ହୋଇଥିଲା ପବିତ୍ର ରିସ୍ତା। ଦୁଇ ବର୍ଷ ଧରି ସୁଶାନ୍ତ ଏଥିରେ ମାନବ ଭୂମିକାରେ ଅଭିନୟ କରିଥିଲେ। ୨୦୧୪ରେ ଏହା ଅଫ୍‌ ଏୟାର ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ

ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍‌ ଦି ପାଓ୍ବାର ଲେସ୍‌’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି...

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ...

ବୋଲ୍ଡ ଶଟ୍‌ ପାଇଁ..

କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ...

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ...

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ
Next Post Next post:
ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts