E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ
11:11 pmJune 15, 2021

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ।

ଗାଜିଆବାଦର ଲୋନି ଅଞ୍ଚଳରେ ଗତ ୫ ତାରିଖରେ ଅବଦୁଲ ସାମଦ ନାମକ ଜଣେ ମୁସଲିମ ବୃଦ୍ଧଙ୍କୁ ଛୁରି ଦେଖାଇ କିଛି ଦୁର୍ବୃତ୍ତ ‘ଜୟଶ୍ରୀ ରାମ’ କହିବାକୁ ବାଧ୍ୟ କରିଥିଲେ। ଏପରି ନ କରିବାରୁ ମାଡ଼ ମାରିବା ସହ ତାଙ୍କ ଦାଢ଼ି କାଟି ଦେଇଥିବା ଅଭିଯୋଗ ହୋଇଥିଲା। ଭାଇରାଲ ହୋଇଥିବା ଘଟଣାର ଭିଡିଓରେ ଅବଦୁଲ ଆକ୍ରମଣକାରୀଙ୍କ ଆଗରେ ଛାଡ଼ିବା ପାଇଁ ନେହୁରା ହେଉଥିବା ଦେଖିବାକୁ ମିଳିଥିଲା।

ଏହି ଘଟଣାର ଏକ ନ୍ୟୁଜ ରିପୋର୍ଟ ସୋସିଆଲ ମିଡିଆରେ ଶେୟାର କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲେଖିଥିଲେ, ” ପ୍ରଭୁ ଶ୍ରୀରାମଙ୍କ ଭକ୍ତମାନେ ଏଭଳି କରିପାରିବେ, ମୁଁ ବିଶ୍ୱାସ କରିବାକୁ ପ୍ରସ୍ତୁତ ନୁହେଁ। ଏପରି ନିଷ୍ଠୁରତା ମାନବିକତାଠାରୁ ଦୂରରେ। ଏହା ଉଭୟ ଧର୍ମ ଓ ସମାଜ ପାଇଁ ଲଜ୍ଜାଜନକ “। କିଛି ଘଣ୍ଟା ପରେ ଏହାର ଉତ୍ତର ଦେଇଥିଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ”ପ୍ରଭୁ ଶ୍ରୀରାମଙ୍କ ପ୍ରଥମ ଶିକ୍ଷା- ‘ସତ କୁହ’। ଏହା ତୁମ ଜୀବନରେ କେବେ କରି ନାହଁ। ପୋଲିସ ସତ ପ୍ରକାଶ କରିବା ପରେ ମଧ୍ୟ ତୁମେ ସମାଜରେ ବିଷ ଓଗାଳୁଛ। ଏଥି ନେଇ ତୁମେ ଲଜ୍ଜିତ ହେବା ଉଚିତ। ଉତ୍ତର ପ୍ରଦେଶର ଲୋକଙ୍କୁ ଅପମାନିତ କରିବା ବନ୍ଦ କର“ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରିଛନ୍ତି।

ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ପୋଲିସ ସାମ୍ପ୍ରଦାୟିକତା ଅଭିଯୋଗକୁ ଖଣ୍ଡନ କରିଛି। ପୀଡ଼ିତ ଦେଇଥିବା ଆମଲେଟରେ ଅସନ୍ତୋଷ ଥିବା ୬ ଜଣ ଗ୍ରାହକ ଆକ୍ରମଣ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦିଲ୍ଲୀରେ ଆଧୁନିକ ବଙ୍ଗଳା: ମାସକୁ ଭଡ଼ା ୫ ହଜାରରୁ କମ୍‌…

ନୂଆଦିଲ୍ଲୀ,୮।୬: ଦେଶର ୯ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ରାଜଧାନୀ ଦିଲ୍ଲୀର ଲୁଟିୟେନ୍ସ୍‌ ଜୋନ୍‌ରେ ଆଧୁନିକ ବଙ୍ଗଳା ଯୋଗାଇ ଦିଆଯାଇଛି।...

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ...

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ...

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର...

ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…

ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି...

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ...

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’
Next Post Next post:
୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts