E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inସମ୍ପାଦକୀୟ

ଏଇ ଭାରତରେ
9:11 amJune 16, 2021

ପେସାରେ ଅଟୋଚାଳକ ହେଲେ ମଧ୍ୟ ହୃଦୟରେ ସେବାର ସ୍ଥାନ ବହୁ ଉଚ୍ଚରେ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଅକ୍ଷୟ ସଞ୍ଜୟ କୋଥଓ୍ବାଲେ। ପୁଣେରେ ରହନ୍ତି ଓ ଅଟୋ ଚଳାଇ ଗୁଜରାଣ ମେଣ୍ଟାନ୍ତି। କିନ୍ତୁ ଦେଶରେ କରୋନା ମହାମାରୀ ଭୟଙ୍କର ରୂପ ନେବା ପରେ ସଞ୍ଜୟ ତାଙ୍କ ବିବାହ ପାଇଁ ସଞ୍ଜିତ ୨ ଲକ୍ଷ ଟଙ୍କାକୁ ଗରିବଙ୍କ ସେବାରେ ଉପଯୋଗ କରିଛନ୍ତି। ମହାମାରୀର ତାଡ଼ନାରେ ଜୀବିକା ହରାଇ ଅସହାୟ ହୋଇପଡ଼ିଥିବା ୧,୫୦୦ ପରିବାରକୁ ଖାଦ୍ୟ ଯୋଗାଇ ଦେଇଛନ୍ତି। କେବଳ ଏତିକି ନୁହେଁ, ସେ ଏବେ ସୁଦ୍ଧା ବିଭିନ୍ନ ଉତ୍ସରୁ ଦାନ ସୂତ୍ରରେ ପ୍ରାପ୍ତ ଟଙ୍କାରେ କାମଧନ୍ଦା ହରାଇଥିବା ପ୍ରବାସୀ ଶ୍ରମିକମାନଙ୍କୁ ଦୈନିକ ଖାଦ୍ୟ ପୁଡିଆ ବାଣ୍ଟୁଛନ୍ତି। ଏହା ସହ ସଞ୍ଜୟ ଲୋକମାନଙ୍କୁ ଜରୁରୀ ସମୟରେ ହସ୍ପିଟାଲକୁ ନେବା ଆଣିବା କରିବା ପାଇଁ ଦିନ ରାତି ୨୪ ଘଣ୍ଟିଆ ସେବା ମଧ୍ୟ ଯୋଗାଇ ଦେଉଛନ୍ତି। ସେ ଅଟୋରେ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ନେବା ଆଣିବା କରୁଛନ୍ତି। ଯେତେ କଷ୍ଟ ହେଲେ ମଧ୍ୟ ସଙ୍କଟ ସମୟରେ ଲୋକମାନଙ୍କୁ ସାହାଯ୍ୟ ଜାରି ରଖିବେ ବୋଲି ନିଶ୍ଚିତ ଅଛନ୍ତି ସଞ୍ଜୟ।


[mc4wp_form id="252536"] All Right Reserved By Dharitri.Com

Posted inସମ୍ପାଦକୀୟ View All

ଇନ୍ଧନ ଟିକସ କ’ଣ ଏକମାତ୍ର ବିକଳ୍ପ

ଡ. ସନ୍ତୋଷ କୁମାର ମହାପାତ୍ର ତୈଳ ବା ଇନ୍ଧନ ବିନା ପାଦେ ଆଗକୁ ଯିବା ଅସମ୍ଭବ। ଏହାର ମୂଲ୍ୟବୃଦ୍ଧି ଘଟିଲେ ଧନୀ ଓ ଗରିବ ସମସ୍ତେ...

ଏଇ ଭାରତରେ

ଗୋଟିଏ ପାଖରେ ଚାକିରିର ଗୁରୁଦାୟିତ୍ୱ ଓ ଅନ୍ୟପଟେ ଅସହାୟଙ୍କ ସେବା ମଧ୍ୟରେ ସମନ୍ବୟ ରକ୍ଷା କରି ଆଗକୁ ବଢ଼ୁଛନ୍ତି ହରିୟାଣାର ଆଇପିଏସ୍‌ ଅଧିକାରୀ ଶ୍ରୀକାନ୍ତ ଯାଦବ।...

ପରୀକ୍ଷା ବାତିଲ: ଆହ୍ବାନ ଓ ସମାଧାନ

ଅଧ୍ୟାପକ ଶରତ କୁମାର ଦାସ   ମହାମାରୀ କରୋନା ପରବର୍ତ୍ତୀ ସମୟରେ ‘ଜୀବନ ଆଗ, ପରୀକ୍ଷା ପଛ’ ନ୍ୟାୟରେ କିଛିଦିନ ପୂର୍ବେ କେନ୍ଦ୍ର ସରକାର ସିବିଏସ୍‌ଇ...

ମାଙ୍ଗାଲୋର ନ ଯାଇ ମଙ୍ଗଳ

ଜୁଲାଇ ୨୦ରେ ଆମାଜନ ପ୍ରତିଷ୍ଠାତା ତଥା ‘ବ୍ଲୁ ଅରିଜନ’ର ମାଲିକ ଜେଫ୍‌ ବେଜୋସ୍‌ଙ୍କ ସହ ତାଙ୍କ ଭାଇ ମାର୍କ ମହାକାଶକୁ ଯିବେ। ବିଶ୍ୱର ଅତିଧନୀ ବ୍ୟକ୍ତିବିଶେଷଙ୍କ...

ଘୋର ଅବ୍ୟବସ୍ଥା

ଦେଶର ଅର୍ଥବ୍ୟବସ୍ଥା ତଳକୁ ଖସୁଥିତ୍ବାବେଳେ ଟିକସ ସଂଗ୍ରହ କରିବା ସରକାରଙ୍କ ଏକମାତ୍ର ଲକ୍ଷ୍ୟ ହୋଇଛି। ଏତିକିବେଳେ ଅଧିତ୍କ ଟିକସ ପାଇବାର ଆଶା କରି ସରକାର ନିଜେ...

ସହଜ ରାସ୍ତା ନାହିଁ

ଟିକାକରଣ ଦାୟିତ୍ୱ କେନ୍ଦ୍ର କିଭଳି ମୁଣ୍ଡାଇବ ସେଥିଲାଗି ଚାପ ପକାଇବା ପାଇଁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ୧ ଜୁନ୍‌ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ସମେତ...

ଚିରାଗଙ୍କ ବଂଶ

ଲିଗାସି ବା ବଂଶକୁଳ ସୂତ୍ରରେ ମିଳିଥିବା ଅଧିକାରକୁ ଜଣେ ଠିକ୍‌ ଭାବେ ଉପଯୋଗ କରିପାରିଲେ ତାଙ୍କର ମର୍ଯ୍ୟାଦା ବଢ଼ିଥାଏ। ଭାରତୀୟ ରାଜନୀତିରେ ଲିଗାସିର ବଡ଼ ଭୂମିକା...

କରୋନା ବର୍ଜ୍ୟ ବିପଦ

ଡା. ଉମେଶ ଚନ୍ଦ୍ର ପାତ୍ର ନିକଟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଛି ଏବଂ ଭୟାବହ କରୋନା ମହାମାରୀ ଦିନକୁ ଦିନ ସ୍ବାସ୍ଥ୍ୟଗତ ବିପଦ ସୃଷ୍ଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସୂଚନା ମହାମାରୀ
Next Post Next post:
କରୋନା ଗ୍ରାଫ୍‌ ତଳ ମୁହାଁ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts