ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ ରାସ୍ତା କଡରେ ଛିଡ଼ା ହୋଇଥିବା ଏକ ଟଲର ପଛରେ ଦ୍ରୁତ ଗତିରେ ଆସି ପିକଅପ ଭିଆନ ଧକ୍କା ଦେଇଥିଲା । ପିକଅପ ଭିଆନ ଭିତରେ ଡ୍ରାଇଭର ସମେତ ୩ ଜଣ ଥିଲେ। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଆହାତ ହୋଇଛନ୍ତି । ମୃତ ବ୍ୟକ୍ତି ମାନେ ବାଲେଶ୍ବର ଅଞ୍ଚଳର ହୋଇଥିବା ଜଣାପଡିଛି।
Posted inଆମ ଜିଲା ଖବର, କଟକ View All
ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ
ଛତ୍ରପୁର,୨୨।୬(ଡି.ଏନ୍.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା...
ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ
କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା।...
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ।...
ରାସ୍ତା ଅବରୋଧ କଲେ ଚାଷୀ
କଣ୍ଟାମାଳ,୧୭ା୬(ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ...
ଦେଶୀଧାନକୁ ଝୁରୁଛନ୍ତି ଚାଷୀ
କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ...
ବିଦ୍ୟୁତ୍ ଆଘାତରେ ଦନ୍ତାହାତୀର ଜୀବନ ଗଲା
ଭଞ୍ଜନଗର,୭ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...
ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର
ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗୁରୁବାର ପ୍ରସ୍ତାବିତ...
ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ।...


