E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ମାଲକାନଗିରି

କୁଲାବେଡା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ ଜାରି
11:14 amJune 16, 2021

ମାଲକାନଗିରି,୧୬।୬(ଡି.ଏନ.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କୁଲାବେଡା ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ଜାରି ରହିଛି। କୁଲାବେଡା ଜଙ୍ଗଲରେ ମାଓ ଶିବିର ଥିବାର ସୂଚନା ପାଇ ଅପରେସନ ଆରମ୍ଭ କରାଯାଇଥିଲା। ଏସ୍‌ଓଜି ଓ ଡିଭିଏଫ୍‌ ବାହିନୀ ଗତକାଲି ଅପରେସନରେ ଯାଇଥିଲେ। ଆଜି ସକାଳେ ପୋଲିସକୁ ଦେଖିବା ପରେ ମାଓବାଦୀ ପ୍ରଥମେ ଗୁଳିଚଳନା କରିଥିଲେ। ପରେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଗୁଳିଚଳନା କରାଯାଇଥିଲା। ଏବେବି ଗୁଳିବିନିମୟ ଜାରି ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ମାଲକାନଗିରି View All

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍‌ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼...

ଦୁଇ ନାବାଳିକାଙ୍କୁ ୬୨ ବର୍ଷୀୟ ବୃଦ୍ଧଙ୍କ ଅସଦାଚରଣ ଅଭିଯୋଗ

ବାଲେଶ୍ୱର ଅଫିସ,୬ା୬: ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ବଜାରରେ ଥିବା ଏକ ଦୋକାନକୁ ଥଣ୍ଡା ପାନୀୟ ଆଣିବାକୁ ଯାଇଥିବା ବେଳେ ୬୨ ବର୍ଷୀୟ ଦୋକାନୀ ଦୁଇ...

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ...

ସଙ୍କଟରେ ଇସ୍ପାତ ଶିଳ୍ପ

ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍‌...

ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ

ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ୧୧୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ
Next Post Next post:
ଡୋଜ୍‌ ନେଲା ପରେ ବି ହେଉଛି କରୋନା: ବଢୁଛି ଚିନ୍ତା…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts