E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବିବାହର ଚାରି ମାସ ପରେ ଘରକୁ ଆସିଥିଲା କୁନି ଅତିଥି; ପୁଅର ଫଟୋ ଶେୟାର କରି…
1:18 pmJune 16, 2021

ବମ୍ବେ: ଇତିମଧ୍ୟରେ ଅଭିନେତା ବରୁଣ ଧଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହକୁ ପୁରିଛି ଚାରି ମାସ। ଏବେ ତାଙ୍କ ଘରକୁ ଆସିଛି କୁନି ଅତିଥି। ତାଙ୍କୁ ସ୍ବାଗତ କରିବାକୁ ଯାଇ ବରୁଣ ଏକ ଭିଡିଓ ଶେୟାର କରିଛନ୍ତି। ଏଥିସହ କି ନାମ ଦେବା ଠିକ୍‌ ରହିବ ସେନେଇ ବରୁଣ ପ୍ରଶଂସକଙ୍କ ସହାୟତା ଲୋଡ଼ିଛନ୍ତି। କିଛି ସମୟ ମଧ୍ୟରେ ବରୁଣଙ୍କ ଫାଦରହୁଡ୍‌କୁ ନେଇ ଏହି ପୋଷ୍ଟଟି ବେଶ୍‌ ଭାଇରାଲ ହୋଇଥିଲା। ପ୍ରଶଂସକମାନେ ଏକରୁ ବଳି ଏକ ନାମ ଚୟନ କରି କହିବାରେ ଲାଗିଥିଲେ।

ନିଜର ଆଧିକାରୀକ ଇନ୍‌ଷ୍ଟା ଆକାଉଣ୍ଟରେ ବରୁଣ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ନିଜର କୁକୁରଛୁଆ ସହ ନଜର ଆସୁଛନ୍ତି। ଭିଡିଓରେ ଘରକୁ ଆସିଥିବା ନୂଆ ଅତିଥି(କୁକୁର)କୁ ସେ ନିଜର ପୁଅ ବୋଲି କହୁଛନ୍ତି। ଏହାଛଡ଼ା କ୍ୟାପଶନରେ- ଫାଦରହୁଡ, ମୁଁ ଏପର୍ଯ୍ୟନ୍ତ ନିଜ ପୁଅର ନାମ ଦେଇନାହିଁ। ଦୟାକରି ମୋର ସହାୟତା କର ବୋଲି ବରୁଣ ଲେଖିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଏକଦା ବିପାଶାଙ୍କୁ ‘କଳା ବିରାଡ଼ି’ କହିଥିଲେ କରିନା, ରାଗରେ ମାରିଦେଇଥିଲେ ଚାପୁଡ଼ା; ଆଉ ତା’ ପରେ…

ବମ୍ବେ: ପୁଣି ଥରେ ମା’ ହୋଇଥିବା ବେବୋଙ୍କ ଅତୀତ ବେଶ୍‌ ବିବାଦୀୟ। ଏକଦା ବ୍ଲାକ୍‌ ବିଉଟି ବିପାଶାଙ୍କ ସହ ତାଙ୍କର ଜୋରଦାର ଝଗଡ଼ା ହୋଇଥିଲା। କଥା...

ଜାଣନ୍ତୁ କିଏ ସେହି ‘ଚେଲ୍ଲମ ସାର୍‌’; ‘ଫ୍ୟାମିଲି ମ୍ୟାନ୍‌-୨’ରେ ଯାହାଙ୍କ ଚରିତ୍ର ଜିଣୁଛି ହୃଦୟ…

ବମ୍ବେ: ରିଲିଜ୍‌ ପରଠାରୁ ଦର୍ଶକଙ୍କ ମନ ଜିଣୁଛି ‘ଦ ଫ୍ୟାମିଲି ମ୍ୟାନ୍‌ ସିଜନ ୨’। ସିରିଜର ପ୍ରତ୍ୟେକଟି ଚରିତ୍ର ସ୍ବତନ୍ତ୍ର ଛାପ ଛାଡ଼ୁଥିବା କୁହାଯାଉଛି। ଏସବୁ...

ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି

ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍‌ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା...

ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି  ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ...

ଏତିକି ଟଙ୍କାର ବଙ୍ଗଳାରେ ରୁହନ୍ତି ଅଭିନେତ୍ରୀ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଏଭରଗ୍ରୀନ ଅଭିନେତା ଅନିଲ କପୁରଙ୍କ ଝିଅ ହୋଇଥିଲେ ମଧ୍ୟ ସୋନମ...

ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ...

ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍‌

ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ...

ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍‌ ମାଗିଲେ ଯୁବକ: ଜବାବରେ ମିଳିଲା

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍‌ର୍‌ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…
Next Post Next post:
ରସୁଲଗଡ଼ ଓଭରବ୍ରିଜ୍‌ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts