E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌

୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍‌: ପୁଣି ଦିଆଯିବ ଡୋଜ୍‌…
1:58 pmJune 16, 2021

ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍‌ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ ଫାଇଜର ଭାକ୍ସିନ୍‌ର ଏକ୍ସପାୟର ଡୋଜ୍‌ ଦିଆଯାଇଛି। ଜୁନ୍‌ ୫ରୁ ଜୁନ୍‌ ୧୦ ମଧ୍ୟରେ ଏଭଳି ଘଟିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏକ୍ସପାୟର ଭାକ୍ସିନ୍‌ର ଡୋଜ୍‌ ନେଇଥିବା ଲୋକଙ୍କ ଶୀଘ୍ର ନୂଆ ଡୋଜ୍‌ ଦେବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଲୋକଙ୍କୁ ଏକ୍ସପାୟର ଭାକ୍ସିନ୍‌ ଦିଆଯାଇଥିବା ସମ୍ପର୍କରେ ଜୁନ୍‌ ୧୫ରେ ଜଣାପଡ଼ିବା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ଭାକ୍ସିନ୍‌ ପ୍ରଦାନ କାର୍ଯ୍ୟ ଜାରି ରଖିଥିବା କମ୍ପାନୀ ଏଟିସି ଭାକ୍ସିନେଶନ ସର୍ଭିସେଜ୍‌ ପକ୍ଷରୁ ଏନେଇ ଦୁଃଖ ପ୍ରକାଶ କରାଯାଇଛି। ତେବେ ଏକ୍ସପାୟର ଭାକ୍ସିନ୍‌ର ଡୋଜ୍‌ ନେଇଥିବା ଲୋକଙ୍କ ସ୍ବାସ୍ଥ୍ୟ ଉପରେ କୌଣସି ନକାରାତ୍ମକ ପ୍ରଭାବ ପଡ଼ିବ ନାହିଁ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ମାତ୍ର ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ, କରୋନା ଭାଇରସ୍‌ View All

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି...

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ...

୫ମ ମହାସାଗର ହେଲା ସଦର୍ନ ଓସେନ୍‌

ଦକ୍ଷିଣ ମହାସାଗର ବା ସଦର୍ନ ଓସେନ୍‌କୁ ପୃଥିବୀର ୫ମ ମହାସାଗର ମାନ୍ୟତା ପ୍ରଦାନ କରାଯାଇଛି। ୧୯୧୫ ମସିହାରୁ ଓସେନ୍‌ ମାନଚିତ୍ର ପ୍ରସ୍ତୁତ କରୁଥିବା ନ୍ୟାଶନାଲ ଜିଓଗ୍ରାଫି...

ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍‌: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…

ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍‌ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ
Next Post Next post:
ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts