E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ
10:54 amJune 17, 2021

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ ନିଜସ୍ବ ଶୈଳୀକୁ ନେଇ ଖେଳିଥାନ୍ତି। ସେଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ହେଲେ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌।

ଗେଲ୍‌ ଟି-୨୦ ଓ ଦିନିକିଆ କ୍ରିକେଟରେ ନିଜର ବିସ୍ଫୋରକ ପାଳି ପାଇଁ ଖ୍ୟାତ। ଏକଦା ସେ ଟେଷ୍ଟ କ୍ରିକେଟରେ ଏଭଳି କିଛି କରିଥିଲେ ଯାହାକି ୧୪୪ ବର୍ଷର ଟେଷ୍ଟ ଇତିହାସରେ କେହି କରିପାରି ନ ଥିଲେ। ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଛକା ମାରି ସେ ସମସ୍ତଙ୍କୁ ଚକିତ କରିଦେଇଥିଲେ।

୨୦୧୨ରେ ବାଲାଂଦେଶ ଗସ୍ତ କରିଥିଲା ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଟିମ୍‌। ସେହି ସମୟରେ ଗେଲ୍‌ ଫର୍ମରେ ଥିଲେ ଏବଂ ଟେଷ୍ଟ କ୍ରିକେଟ ମଧ୍ୟ ଖେଳୁଥିଲେ। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ଏହି ଟେଷ୍ଟ ମ୍ୟାଚ୍‌ରେ ବାଲାଂଦେଶର ସ୍ପିନର ସୋହାଗ ଗାଜି ଡେବ୍ୟୁ କରିଥିଲେ। ତାଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ କହିଥିଲେ। ହେଲେ ଗେଲ୍‌ ତାଙ୍କ ପ୍ରଥମ ବଲ୍‌ରେ ଛକା ମାରିଥିଲେ। ଏହାପରେ ତୃତୀୟ ବଲ୍‌ରେ ଚଉକା, ଚତୁର୍ଥ ବଲ୍‌ରେ ପୁଣି ଏକ ଛକା ମାରିଥିଲେ। ଫଳରେ ଗୋଟିଏ ଓଭରରେ ୧୮ ରନ୍‌ ହୋଇଥିଲା। ଗେଲ୍‌ ପରେ ସେହି ବୋଲରଙ୍କ ବଲ୍‌ରେ ପ୍ୟାଭିଲିୟନ୍‌କୁ ଫେରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

ପ୍ରଥମ ପାଳିରେ ମାତ୍ର ୧୫ ରନ୍‌ ଅଲଆଉଟ୍‌ ହୋଇଯାଇଥିଲା ଏହି ଦଳ, ତଥାପି ୧୫୫ ରନ୍‌ରେ ଜିତିଥିଲା ମ୍ୟାଚ୍‌: ଜାଣନ୍ତୁ କେମିତି

କ୍ରିକେଟ ପଡ଼ିଆରେ ଅନେକ ସମୟରେ ଚମତ୍କାର ଘଟେ। ଅନେକ ମ୍ୟାଚ ଏପରି ଖେଳାଯାଇଛି ଯେତେବେଳେ ଏକ ଦଳର ପରାଜୟ ନିଶ୍ଚିତ ମନେହୁଏ, କିନ୍ତୁ ଏହା ସତ୍ତ୍ୱେ...

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର...

୨ ବଲ୍‌ରେ ୨୧ ରନ୍‌: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍‌ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି...

‘ଦି ହଣ୍ଡ୍ରେଡ୍‌’ରେ ୫ ଭାରତୀୟ ମହିଳା ଖେଳିବେ

ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍‌ଡମ୍‌ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ...

ଭାରତର ଅଲିମ୍ପିକ ଥିମ୍‌ ଗୀତ ଉନ୍ମୋଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତର ଅଫିସିଆଲ ଅଲିମ୍ପିକ ଥିମ୍‌ ଗୀତ ବୁଧବାର ଉନ୍ମୋଚିତ ହୋଇଯାଇଛି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଇଭେଣ୍ଟର ମୁଖ୍ୟ ଅତିଥି ଥିଲେ। ‘ଲକ୍ଷ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ
Next Post Next post:
ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts