ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍ ସାଇଟ୍ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍ଷ୍ଟାଗ୍ରାମ ବିରୋଧରେ ମାମଲା ରୁଜୁ କରିଛି। ଗତ କିଛି ସମୟରୁ ଇନ୍ଷ୍ଟାଗ୍ରାମ ବିରୋଧରେ ଧାର୍ମିକ ଓ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏହି ଏଫ୍ଆଇଆର ରୁଜୁ କରାଯାଇଥିବା ବେଳେ ଧାରା ୧୫୩ ଅର୍ଥାତ୍ ଧାର୍ମିକ ଗୋଷ୍ଠୀ ବିରୋଧରେ ପରସ୍ପର ମଧ୍ୟରେ ଶତ୍ରୁତା ସୃଷ୍ଟି କରିବା ନେଇ ଏଥିରେ ଉଲ୍ଲେଖ କରାଯାଇଛି। ତେବେ ପଚାରାଉଚରା ପାଇଁ ସ୍ପେଶାଲ ଟିମ୍ ଖୁବ୍ଶୀଘ୍ର ଇନ୍ଷ୍ଟାଗ୍ରାମକୁ ନୋଟିସ ପଠାଇପାରେ। ଏଥିସହ ଇନ୍ଷ୍ଟାଗ୍ରାମ ଆକାଉଣ୍ଟ ସହ ଜଡ଼ିତ ଥିବା ଅଧିକାରୀଙ୍କ ବୟାନ ରେକର୍ଡ କରାଯିବା ପରେ ଦୋଷୀ ବିରୋଧରେ ଉଚିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି।
ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ...
ଉଠିଲା ଲକ୍ଡାଉନ୍: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର
ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍ କଟକଣା ଉଠାଇ ଦିଆଯାଇଛି।...
ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍ ଭାକ୍ସିନ୍…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ...
କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ
ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍ ରହିଛି। ତେଣୁ ଦିଲ୍ଲୀ ସରକାର...
ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି।...
ଗରିବଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର...


