E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ
3:55 pmJune 16, 2021

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା କରିବାକୁ ଅଣ୍ଟା ଭିଡ଼ିଛନ୍ତି ଜାହ୍ନବୀ। ସେ ଲଗାତର ପ୍ରଶଂସକଙ୍କ ସହ ଯୋଡ଼ି ହୋଇରହିବାକୁ ସୋସିଆଲ ମିଡିଆରେ ଆକ୍ଟିଭ ରହୁଛନ୍ତି। ଯାହା କିଛି କଲେ ସେ ପ୍ରଶଂସକମାନଙ୍କ ସହ ଶେୟାର କରିବାକୁ ଆଦୌ ଭୁଲୁ ନାହାନ୍ତି। ଏବେ ଜାହ୍ନବୀ କିଛି ହଟ୍‌ ଫଟୋ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି।

ଏହି ଫଟୋରେ ଜାହ୍ନବୀ ବିକିନୀ ପିନ୍ଧିଥିବା ନଜର ଆସିଛନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏହି ଫଟୋଗୁଡ଼ିକ ଶେୟାର କରିଛନ୍ତି। ସେ ସମୁଦ୍ର କୂଳରେ ବୁଲୁଥିବା ଦେଖିବାକୁ ମିଳିଛି। ତାଙ୍କ ସହ ଜଣେ ପୁରୁଷ ବନ୍ଧୁ ମଧ୍ୟ ଅଛନ୍ତି। ଜାହ୍ନବୀ ତାଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି। ଗୋଟିଏ ଫଟୋରେ ସେ ପଥର ଉପରେ ବସି ପୋଜ୍‌ ଦେଇଥିବା ବେଳେ ଅନ୍ୟ ଫଟୋଟିରେ ପାଣିରେ ପଶି ଖୁବ୍‌ ମଜା ନେଉଛନ୍ତି। ଦର୍ଶକ ତାଙ୍କ ଫଟୋଗୁଡ଼ିକୁ ବେଶ୍‌ ପସନ୍ଦ କରିଛନ୍ତି। କିଛି ସମୟ ପୂର୍ବରୁ ଶେୟାର କରିଥିବା ଏହି ଫଟୋକୁ ଲକ୍ଷେରୁ ଅଧିକ ଲୋକ ଦେଖିସାରିଲେଣି। କିଛି ଲୋକ ଜାହ୍ନବୀଙ୍କ ଏହି ଲୁକ୍‌କୁ ଖୁବ୍‌ ପସନ୍ଦ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…

ବମ୍ବେ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ...

ଅଭିନୟକୁ ବାଏ ବାଏ କହିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: କଥାରେ ଅଛି ମା’ ହେବା ପରେ ନାରୀଟିଏ ପୂର୍ଣ୍ଣତା ପାଏ। ନିଜର ସନ୍ତାନକୁ ଠିକ୍‌ ଭାବେ ଲାଳନପାଳନ କରିବା ପାଇଁ ମା’ଟିଏ ସବୁ ତ୍ୟାଗ...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ...

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି।...

ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ

ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ
Next Post Next post:
ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts