E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ
3:45 pmJune 16, 2021

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଜୁନ ୧ରୁ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଯୋଗୀ ସରକାର ସ୍କୁଲକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୧ରୁ ପ୍ରଥମ ଶ୍ରେଣୀରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ହେଲେ ଏହି ସମୟରେ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆସିବାକୁ ଅନୁମତି ଦିଆଯାଇନାହିଁ। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ କ୍ଲାସ୍‌ କରିବେ। କେବଳ ସ୍କୁଲର ଶିକ୍ଷାଦାନ କର୍ମଚାରୀ ଓ ଅଣ-ଶିକ୍ଷାଦାନ କର୍ମଚାରୀଙ୍କୁ ସ୍କୁଲ ଆସିବାକୁ ଅନୁମତି ଦିଆଯାଇଛି। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ...

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ...

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ...

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ...

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା
Next Post Next post:
ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts