E-Paper
  • logo
  • Friday 19th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଗଜପତି

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
4:06 pmJune 16, 2021

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା ପ୍ରାୟ ୧୨ ଜଣ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି l ମୃତ ବ୍ୟକ୍ତି ଜଣକ ହେଲେ ସୁନ୍ଦରଗଡ଼ ଜିଲାର ରାଣୀ ବେର୍ନା ଗ୍ରାମର ସୁରସେନ।

ସୂଚନାଯୋଗ୍ୟ, ବଲାଙ୍ଗୀର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାର ଶ୍ରମିକମାନେ ଏକ ଘରୋଇ କମ୍ପାନୀ କାମରେ ନିୟୋଜିତ ଥିଲେ l ଗଜପତି ଜିଲା ରାୟଗଡ଼ ବ୍ଲକର ବୁରୁଖତ ଓ କଇଁପୁର ଆଦି ବିଭିନ୍ନ ଅଞ୍ଚଳରେ ପ୍ରାୟ ଏକ ମାସ ଧରି କାମ କରିଆସୁଥିଲେ। କାମ ସାରି ସେମାନେ ବୁଧବାର ନିଜ ଘରକୁ ଯିବା ପାଇଁ ଏକ ଡାଲା ଅଟୋ ଓଡି ୦୭ ଏଜି ୨୫୧୫ରେ ରାମଗିରି ଠାରୁ ଇଚ୍ଛାପୁର ଅଭିମୁଖେ ଯାଉଥିବା ବେଳେ ରାଶିବାଡ଼ ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଉକ୍ତ ଗାଡ଼ିର ଡ୍ରାଇଭର ଫେରାର୍‌ ଥିବା ବେଳେ ଘଟଣାସ୍ଥଳରେ ରାୟଗଡ଼ ଥାନାଧିକାରୀ ଗୋବିନ୍ଦ ଗୌଡ଼ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଗଜପତି View All

ରାସ୍ତା ଅବରୋଧ କଲେ ଚାଷୀ

କଣ୍ଟାମାଳ,୧୭ା୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...

ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହୋଇଥିଲା।...

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି...

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଲକଡାଉନକୁ ନେଇ ବଡ଼ ଘୋଷଣା
Next Post Next post:
କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts