E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜୀବନଚର୍ଯ୍ୟା

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ
8:00 amJune 17, 2021

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି ଆୟୁର୍ବେଦିକ୍‌ ଡାକ୍ତର କୁହନ୍ତି। ଏହା ତ୍ୱଚାକୁ ଥଣ୍ଡା ରଖିବା ସହ ତ୍ୱଚା ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଦୂର କରିଥାଏ। ଜାଣନ୍ତୁ ଏ ସମ୍ପର୍କରେ…

– ଖରା ଯୋଗୁ ତ୍ୱଚା କୁଣ୍ଡାଇ ହୋଇ ଲାଲ୍‌ ପଡ଼ିଯାଇଥାଏ। ଚନ୍ଦନରେ ଆଣ୍ଟି-ଇନ୍‌ଫ୍ଲେମେଟୋରୀ ଗୁଣ ରହିଛି। ତେଣୁ ଏହାର ପ୍ରଲେପ ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ।

-ଅତ୍ୟଧିକ ଖରାରେ ବାହାରକୁ ବାହାରିଲେ ତ୍ୱଚା ମଳିନ ପଡ଼ିଯାଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଚନ୍ଦନ ଲଗାଇବା ସବୁଠୁ ଭଲ।

-ଏହା ତ୍ୱଚାକୁ ପୋଷଣ ଯୋଗାଇବା ସହ ଏଥିରେ ଜମିଥିବା ତୈଳକୁ ବାହାର କରିଥାଏ।

– କୌଣସି ବିଷାକ୍ତ ପୋକ କାମୁଡ଼ିଥିଲେ ଚନ୍ଦନ ଲଗାଇଲେ ଉପଶମ ମିଳିଥାଏ।

-ଚନ୍ଦନରେ ଥିବା ପ୍ରୋଟିନ୍‌ ତ୍ୱଚାକୁ ଆଲର୍ଜିରୁ ଦୂରେଇ ରଖେ। ସେଥିପାଇଁ ଅଧିକାଂଶ ଫେସ୍‌ପ୍ୟାକ୍‌ରେ ଚନ୍ଦନର ମିଶ୍ରଣ ଥାଏ।

– ହଳଦୀ ସହ ଚନ୍ଦନ ଘୋରି ଲଗାଇଲେ ତ୍ୱଚାରେ ଚମକ ଆସିଥାଏ। ଏପରି ନିୟମିତ ଭାବେ କଲେ ମୁହଁରୁ କଳାଦାଗ ଦୂର ହୋଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜୀବନଚର୍ଯ୍ୟା View All

ପୃଥିବୀ ପାଇଁ ବୋଝ ଏଭଳି ଲୋକ

ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି...

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ଗୁଜରାଟୀ ମ୍ୟାଙ୍ଗୋ କଡ଼ି

ଆବଶ୍ୟକ ସାମଗ୍ରୀ ଆମ୍ବ ପ୍ଲପ- ୧ କପ୍‌, ଖଟା ଦହି- ୧ କପ୍‌, ବେସନ- ୨ ବଡ଼ ଚାମଚ, ତେଲ- ୨ ଚାମଚ, ଅଦା- ଖଣ୍ଡେ,...

କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ

ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ...

ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍‌ ରିଂ

ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍‌ ଦେବାରେ ଇୟର୍‌ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍‌ ରିଂ ମାନିବ...

ପୁଦିନାର ଘରୋଇ ବ୍ୟବହାର

ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିପାରିବେ.. – ପୁଦିନା ଓ...

ସ୍କର୍ଟ କିଣିବା ବେଳେ…

ସ୍କର୍ଟ ପିନ୍ଧିବା ଯେମିତି ଆରାମଦାୟକ ସେମିତି ମଧ୍ୟ ଫ୍ୟାଶନେବୁଲ। କିନ୍ତୁ ପରଫେକ୍ଟ ଲୁକ୍‌ ପାଇବା ପାଇଁ ସ୍କର୍ଟ କିଣିବା ସମୟରେ କେଉଁ ସବୁ ଦିଗ ପ୍ରତି...

ନିଉଟନୀୟ ଓ ଆଇନଷ୍ଟାଇନୀୟ ମାଧ୍ୟାକର୍ଷଣ

ଆମେ ଟେକାଟିଏ ଫିଙ୍ଗିଲେ ତାହା ଉଚ୍ଚକୁ କିଛି ଦୂର ପର୍ଯ୍ୟନ୍ତ ଯାଇ ପୃଥିବୀ ପୃଷ୍ଠକୁ ଖସି ପଡୁଛି। ଫଳଟିଏ ପାଚିଲେ ଗଛରୁ ଛିଣ୍ଡିଯାଇ ତଳେ ପଡୁଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି
Next Post Next post:
କୋପା ଆମେରିକାରେ କରୋନା ସଙ୍କଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts