E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ
6:15 pmJune 16, 2021

ଦୁବାଇ,୧୬।୬: ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ସ୍ମିଥ। ପଛରେ ପଡ଼ି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ସେ ଏବେ ଦ୍ୱିିତୀୟ ସ୍ଥାନରେ ଥିବାବେଳେ ଭାରତୀୟ ଅଧିନାୟକ ବିରାଟ କୋହଲି ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛନ୍ତି। କୋହଲିଙ୍କ ପାଖରେ ରହିଛି ୮୧୪ ପଏଣ୍ଟ। ତାଙ୍କ ବ୍ୟତୀତ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି ଭାରତର ଆଉ ଦୁଇ ବ୍ୟାଟ୍ସମ୍ୟାନ। ସେମାନେ ହେଲେ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ (୭୪୭ ପଏଣ୍ଟ) ଏବଂ ଓପନର ରୋହିତ ଶର୍ମା (୭୪୭)। ଦୁହେଁ ମିଳିତ ୬ଷ୍ଠ ସ୍ଥାନ ବଜାୟ ରଖିଛନ୍ତି।

ଗତବର୍ଷ ବକ୍ସିଂ ଡେ’ ଟେଷ୍ଟ ପରେ ପ୍ରଥମ ଥର ଶୀର୍ଷସ୍ଥାନ ଅଧିକାର କରିଛନ୍ତି ସ୍ମିଥ। ଅନ୍ୟପକ୍ଷରେ ଆହତ ସମସ୍ୟା କରଣରୁ ଓ୍ବିଲିୟମସନ(୮୯୧) ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳି ନ ଥିଲେ। ଏହି କାରଣରୁ ୫ ପଏଣ୍ଟ ତଳକୁ ଖସି ଆସିଛି ତାଙ୍କ ରେଟିଂ ପଏଣ୍ଟ। ଯାହା ଫଳରେ ତାଙ୍କୁ ଶୀର୍ଷ ସ୍ଥାନ ହରାଇବାକୁ ପଡ଼ିଛି।

ବୋଲରଙ୍କ ତାଲିକାରେ ସେଭଳି କୌଣସି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। ଟିମ୍‌ ଇଣ୍ଡିଆର ସିନିୟର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ (୮୫୦ ପଏଣ୍ଟ) ଦ୍ୱିତୀୟ ସ୍ଥାନରେ ଥିବାବେଳେ ଅଷ୍ଟ୍ରେଲିଆନ ପେସର ପାଟ କୁମିନ୍ସ (୯୦୮) ଶୀର୍ଷରେ ରହିଛନ୍ତି। ଟପ୍‌-୧୦ ସ୍ଥାନ ପାଇବାରେ ଅଶ୍ୱିନ ଏକମାତ୍ର ଭାରତୀୟ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଲଜ୍ଜାଜନକ ରେକର୍ଡ: ୪୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା ଭାରତୀୟ ଦଳ

୪୭ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...

ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...

‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌’

ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର...

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍‌ଖାଙ୍କ ଶେଷକୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍‌ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍‌ଖାଙ୍କୁ...

ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା

ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍‌ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ
Next Post Next post:
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts