E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inପୁରୀ, ମେଟ୍ରୋ, ରାଜ୍ୟ

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
7:07 pmJune 16, 2021

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିବ। ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଆସନ୍ତା ଜୁଲାଇ ୧୨ରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ। ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତିକାନ୍ତି ହେବ ।


[mc4wp_form id="252536"] All Right Reserved By Dharitri.Com

Posted inପୁରୀ, ମେଟ୍ରୋ, ରାଜ୍ୟ View All

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ...

ଆଜିଠୁ ୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨।୬(ବ୍ୟୁରୋ):ବହୁ ପ୍ରତୀକ୍ଷା ପରେ ଶେଷରେ ରାଜଧାନୀ ଭୁବନେଶ୍ୱରରେ ବୁଧବାରଠାରୁ ୧୮ରୁ ୪୪ ବର୍ଷୀୟ ବର୍ଗଙ୍କ ପାଇଁ ୨ୟ ଡୋଜ୍‌ କୋଭିଡ୍‌ ଟିକାକରଣ ଆରମ୍ଭ ହେବାକୁ...

ମହଙ୍ଗା ପଡ଼ିଲା ବାର୍‌ହା ମାଂସ କିଣିବା

କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍‌ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ...

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
Next Post Next post:
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts