E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପିଏସଏଲରେ ମୁହାଁମୁହିଁ ହେଲେ ଦୁଇ ପାକିସ୍ତାନ ଖେଳାଳି
7:05 pmJune 16, 2021

ଆବୁଧାବି,୧୬।୬: ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ରେ ମଙ୍ଗଳବାର କୁଏଟା ଗ୍ଲାଡିଏଟର୍ସ ଓ ଲାହୋର କ୍ୱାଲାଣ୍ଡର୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ପାକିସ୍ତାନର ଦୁଇ ଖେଳାଳି। ପୂର୍ବତନ ଅଧିନାୟକ ସର୍ଫରାଜ ଅହମ୍ମଦ ଓ ସ୍ପିଡ୍‌ ଷ୍ଟାର ଶାହିନ ଶାହ ଆଫ୍ରିଦୀ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ପୂର୍ବତନ ଅଧିନାୟକ ସର୍ଫରାଜଙ୍କୁ ଗାଳି ଗୁଲଜ କରିଥିଲେ ଶାହିନ। ପରିସ୍ଥିତି ବିଗୁଡ଼ୁ ଥିବା ଦେଖି ସାଥି ଖେଳାଳି ଓ ଅମ୍ପାୟରଙ୍କୁ ମଧ୍ୟସ୍ଥି କରିବାକୁ ପଡ଼ିଥିଲା।

ପ୍ରଥମ ଇନିଂସର ୧୯ତମ ଓଭରରେ ଆଫ୍ରିଦୀ ଏକ ବାଉନ୍ସର ମାରିଥିଲେ, ଯାହାକି ସର୍ଫରାଜଙ୍କ ହେଲମେଟରେ ବାଜିଥିଲା। ବଲ ଥାର୍ଡମ୍ୟାନ ଅଞ୍ଚଳକୁ ଚାଲିଯିବାରୁ ସିଙ୍ଗଲ ନେଇଥିଲେ ଗ୍ଲାଡିଏଟର୍ସ ଅଧିନାୟକ। ରନ୍‌ ନେବା ବେଳେ ସର୍ଫରାଜ ପ୍ରଥମେ ବାମହାତୀ ପେସରଙ୍କୁ କିଛି କହିଥିଲେ। ଏହାର ଜବାବରେ ଆଫ୍ରିଦୀ ହାତ ଦେଖାଇ ଗାଳିଗୁଲଜ କରିଥିଲେ। ଲାହୋର ଅଧିନାୟକ ସୋହେଲ ଆଖତର, ମହମ୍ମଦ ହାଫିଜ ଓ ଅମ୍ପାୟରଙ୍କ ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ତେବେ ପୂର୍ବତନ ଅଧିନାୟକଙ୍କ ପ୍ରତି ଏଭଳି ଆଚରଣ ପାଇଁ ଆଫ୍ରିଦୀଙ୍କୁ ସୋସିଆଲ ମିଡ଼ିଆରେ ପ୍ରବଳ ସମାଲୋଚନା କରାଯାଉଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍‌: ଦ୍ୱିଶତକ ମାରିଲେ ମାଲାମାଲ୍‌

ଭାରତୀୟ କ୍ରିକେଟ୍‌ କଣ୍ଟ୍ରେଲ୍‌ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍‌ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ...

ପୃଥ୍ବୀ ଶ’ଙ୍କ ବେଡ୍‌ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ

ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...

ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର

ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍‌ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର...

ପଡିଆରେ ଭାଙ୍ଗ୍‌ଡା ନାଚିଲେ କୋହଲି: ଜାଣନ୍ତୁ କାହିଁକି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଉପରେ କେନ ୱିଲିୟମସନଙ୍କ ନ୍ୟୁଜିଲାଣ୍ଡ ଦଳ ଭାରୀ ପଡିଛି। କିୱି ବୋଲରମାନେ...

ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା

ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ...

ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…

ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି...

ମେସିଙ୍କୁ ପଛରେ ପକାଇଲେ ଛେତ୍ରୀ

ଦୋହା,୮।୬: ଭାରତୀୟ ଫୁଟ୍‌ବଲ ଷ୍ଟାର ସୁନୀଲ ଛେତ୍ରୀ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତଥା ଆର୍ଜେଣ୍ଟିନାର ସୁପରଷ୍ଟାର ଲିଓନେଲ ମେସିଙ୍କୁ ପଛରେ ପକାଇଛନ୍ତି। ଅନ୍ତର୍ଜାତୀୟ ଫୁଟବଲରେ ସକ୍ରିୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’
Next Post Next post:
ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts