ବରଗଡ଼ ଅଫିସ୍,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ ବିକାଶ ମଲ୍ଟି ସ୍ପେଶାଲିଟି ହସ୍ପିଟାଲରେ ୮୬ ଏବଂ ବରଗଡ଼ କୋଭିଡ୍ କେୟାର ସେଣ୍ଟରରେ ୬ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି। ସୂଚନା ଯୋଗ୍ୟ, ବୁଧବାର ଜିଲାରେ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୫୭୩ରେ ପହଞ୍ଚିଛି । ସେଥିରୁ ୨୮ ହଜାର ୭୩୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ଜିଲାରେ ୭୫୪ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୮୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦାଶ ସୂଚନା ଦେଇଛନ୍ତି ।
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All
କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା
ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ...
ମଉଳିଲା ରଜମଉଜ
କାମାକ୍ଷାନଗର, ୧୬।୬(ଡି.ଏନ.ଏ.) – କରୋନା ଆସିବା ଦିନରୁ ଓଡ଼ିଆ ଘରର ସବୁ ପର୍ବପର୍ବାଣି ମଉଳିଯାଇଛି। ଜନସମାଗମ ଉପରେ କଟକଣା ଜାରି କରାଯାଇଥିବାରୁ ଏକାଠି ହୋଇ ଉତ୍ସବ...
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା...
ଜମିରେ ଧାନ ଗଜା, ସହାୟତା ଦାବି
ମହାକାଳପଡ଼ା,୧୧।୬(ଡି.ଏନ୍.ଏ.): ବାତ୍ୟା ୟାସ୍ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ...
ଗାଈ ଗୋଠରେ ବଜ୍ରପାତ
ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ...
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର...


