E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inରାଜ୍ୟ

‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
10:59 pmJune 16, 2021

ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍‌ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ ଟାଓ୍ବାରରେ ଚଢ଼ିଥିବା ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମର ଉଦ୍ଧବ ପଟେଲଙ୍କ ପୁଅ କ୍ରିଷ୍ଣା (୨୩)।

କ୍ରିଷ୍ଣା ସର୍ବଦା ମଦ ପାଇଁ ମା’ବାପାଙ୍କୁ ମାରପିଟ କରନ୍ତି। ବୁଧବାର ସକାଳେ ମାରପିଟ କରିବା ଫଳରେ ତାଙ୍କ ବାପା ଥାନାରେ ଜଣାଇଥିଲେ। ମଧ୍ୟାହ୍ନରେ ପୁଣି ମା’ବାପାଙ୍କୁ ଟଙ୍କାମାଗି ପିଟାପିଟି କରିଥିଲେ। ଟଙ୍କା ନ ଦେବାରୁ ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ପାଇଁ ଧମକ ଦେଇଥିଲେ ା ଗ୍ରାମବାସୀ ସଦର ଥାନାରେ ଜଣାଇବା ପରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ଥିଲେ। ସେମାନେ କ୍ରିଷ୍ଣାଙ୍କୁ ବୁଝାଶୁଝା କରି ଓହ୍ଲାଇବା ପାଇଁ କହିଥିଲେ ମଧ୍ୟ ସେ ଶୁଣି ନ ଥିଲେ। ‘ଯଦି କେହି ଉପରକୁ ଚଢିବା ପାଇଁ ଚେଷ୍ଟା କରିବ ତା’ହେଲେ ମୁଁ ତଳକୁ ଡେଇଁ ପଡିବେ’ ବୋଲି ଧମକ ଦେଇଥିଲେ କ୍ରିଷ୍ଣା। ଶେଷରେ କ୍ରିଷ୍ଣାଙ୍କ ଦାବି ଅନୁଯାୟୀ ଅଗ୍ନିଶମ କର୍ମଚାରୀ ଟାଓ୍ବାରରେ ଚଢି ତାଙ୍କୁ ୫ହଜାର ଟଙ୍କା ଦେଇଥିଲେ। ଟଙ୍କା ପାଇ କ୍ରିଷ୍ଣା ଶାନ୍ତ ହୋଇଥିଲେ। ତଳକୁ ଓହ୍ଲାଇବା ପୂର୍ବରୁ ସୁରକ୍ଷା ପାଇଁ ତାଙ୍କୁ ବେଲ୍ଟ ପିନ୍ଧିବାପାଇଁ କୁହାଯାଇଥିଲା ା ହେଲେ ଏଥିରେ ସେ ଅରାଜି ହୋଇ ପୁଣିଥରେ ଡେଇଁପଡିବାକୁ ଧମକ ଦେଇଥିଲେ। ଦୀର୍ଘ ୩ ଘଣ୍ଟା କାଳ ପୋଲିସ ଓ ଅଗ୍ନିଶମ କର୍ମଚାରୀ କସରତ କଲାପରେ କ୍ରିଷ୍ଣା ତଳକୁ ଓହ୍ଲାଇଥିଲେ। ପୋଲିସ ତାଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଛି। ଉଦ୍ଧାର କାଯର୍‌ୟରେ ସଦର ଥାନା ଏସ୍‌ଆଇ ପୁରୁଷୋତ୍ତମ ସାହୁ, ଅଗ୍ନିଶମ ଅଧିକାରୀ ରମେଶ ମହାନ୍ତି, କର୍ମଚାରୀ ବିମଳ ବାଗ୍‌, ସଦାନନ୍ଦ ଭୋଇ ସାମିଲ ହୋଇଥିଲେ ା


[mc4wp_form id="252536"] All Right Reserved By Dharitri.Com

Posted inରାଜ୍ୟ View All

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)...

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦...

ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍‌...

୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି...

ମା’ଙ୍କ ସୁଦ୍ଧି କ୍ରିୟାରେ ଭୋଜି ନ କରି ବୃଦ୍ଧାଶ୍ରମରେ ବାଣ୍ଟିଲେ ଶୁଖିଲା ଖାଦ୍ୟ

ମାଲକାନଗିରି,୬ା୬: ମାଲକାନଗିରି ଜିଲା ସଦର ବ୍ଲକ ଏମଭି-୮୪ ଗ୍ରାମର ସଞ୍ଜୟ ଢାଲି ତାଙ୍କ ମା’ଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଜ୍ଞାତି କୁଟୁମ୍ବ, ଅତିଥିମାନଙ୍କୁ ନିମନ୍ତ୍ରଣ କରି...

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର...

ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍‌ଏସ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାସପୋର୍ଟ ନ ମିଳିବାରୁ କୋର୍ଟରେ ଅଭିନେତ୍ରୀ
Next Post Next post:
ରୋନାଲ୍ଡୋଙ୍କ ରେକର୍ଡ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts