E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ
10:17 amJune 17, 2021

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍‌ ଡିଜାବିଲିଟି ଆଇଡେଣ୍ଟିଫିକେଶନ କାର୍ଡ(ୟୁଡିଆଇଡି)କୁ ମଧ୍ୟ ସାମିଲ କରାଯାଇଥିଲା। ଏବେ ଏଥିରେ ରାଜ୍ୟ ସରକାର ରାଶନ କାର୍ଡକୁ ମଧ୍ୟ ସାମିଲ କରିଛନ୍ତି। ରାଶନ କାର୍ଡରେ ନାମ, ଲିଙ୍ଗ, ଫଟୋ ଏବଂ ବୟସ ରହିଥିବାରୁ ଏହାକୁ ଟିକାକରଣ ସମୟରେ ପରିଚୟପତ୍ର ଭାବେ ବ୍ୟବହାର କରିହେବ। ଏହା ବିପିଏଲ୍‌ ବା ଅନ୍ତ୍ୟୋଦୟ ବର୍ଗର ହିତାଧିକାରୀଙ୍କୁ ମଧ୍ୟ ସହଯୋଗ କରିବ। ତେଣୁ ପ୍ରୋଗ୍ରାମ ଅଫିସର, ମ୍ୟାନେଜର, ଭ୍ୟାକ୍ସିନେଟରଙ୍କୁ ଏ ସମ୍ପର୍କରେ ଜଣାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଚିରନିଦ୍ରାରେ ‘ଶଲାବୁଢ଼ା’ ଫେମ୍‌ ଅଭିନେତା

ଭୁବନେଶ୍ୱର/ସୋନପୁର(ବ୍ୟୁରୋ, ନି.ପ୍ର.)୫।୬: ଲୋକପ୍ରିୟ ସମ୍ବଲପୁରୀ ଫିଲ୍ମ ‘ଶଲାବୁଢ଼ା’ ଫେମ୍‌ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ...

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ...

୧.୨୯ କୋଟି ଭାକ୍ସିନ୍‌ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ...

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ...

ୟୁଜି,ପିଜି ପରୀକ୍ଷାକୁ ନେଇ ଏଭଳି ନିଷ୍ପତ୍ତି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଚଳିତ ବର୍ଷ ୟୁଜି/ପିଜି ପରୀକ୍ଷା ପ୍ରାୟତଃ ଅନୁଷ୍ଠିତ ହେବ। ଶନିବାର ବସିଥିବା କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ...

ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍‌ଟ୍ରେଟର

ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର  ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍‌ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ
Next Post Next post:
ବିମଣ୍ଟ, ନାଇଟଙ୍କ ପ୍ରଭାବୀ ବ୍ୟାଟିଂ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts